>>
  • ସତ୍ୟବାଦୀ ବ୍ଳକ ପ୍ରଶାସନ ମୁଣ୍ଡ ନୁଆଁଇଲା , ମଞ୍ଜୁର ହୋଇଥିବା ଯାଗାରେ କାମ ନ ହୋଇ ଅନ୍ୟଟି କାମ ; ବନ୍ଦ ରହିଲା କାମ
  • >>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • ସତ୍ୟବାଦୀ ବ୍ଳକ ଉପାଧ୍ୟକ୍ଷାଙ୍କ କାର୍ଯ୍ୟାଳୟ ଗୃହ ଉଦଘାଟିତ

    The office building of the Vice President of the Satyavadi Bloc has been inaugurated


    ସାକ୍ଷୀଗୋପାଳ----- ସତ୍ୟବାଦୀ ପଞ୍ଚାୟତ ସମିତିର ଉପାଧ୍ୟକ୍ଷା ନିବେଦିତା ପାତ୍ର ନିର୍ବାଚିତ ହେବା ପରେ ତାଙ୍କର ନିଜସ୍ୱ କାର୍ଯ୍ୟାଳୟକୁ ମଙ୍ଗଳବାର ଦିନ ପ୍ରବେଶ କରିଛନ୍ତି । ଏହି ଅବସରରେ କାର୍ଯ୍ୟାଳୟ ଗୃହରେ ହୋମଯଜ୍ଞର ଆୟୋଜନ କରାଯାଇଥିଲା । ବିଜେଡି ସଭାପତି ପ୍ରମୋଦ ରାଉତରାୟ ଯଜ୍ଞରେ କର୍ତ୍ତା ଭାବେ ବସିଥିଲେ । ଅଧ୍ୟକ୍ଷ ସୁନିଲ କୁମାର ପଣ୍ଡାଙ୍କ ସହିତ ଉପାଧ୍ୟକ୍ଷା ନିବଦେିତା ପାତ୍ର  ଓ ରାୟଖଣ୍ଡୀ  ସମିତିସଭ୍ୟା ରମାମଣି ପାତ୍ର ଓ ସାରଙ୍ଗଯୋଡି ସମିତିସଭ୍ୟା ରୋଜାଲିନ ଜେନା ପ୍ରମୁଖଙ୍କ ଉପସ୍ଥିତିରେ ଉପାଧ୍ୟକ୍ଷା ନିଜସ୍ୱ କାର୍ଯ୍ୟାଳୟକୁ ପ୍ରବେଶ କରିଥିଲେ । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୮/୬/୨୦୨୨---୫,୨୦     Sakhigopal News, 28/6/2022

    Blog Archive

    Popular Posts