>>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • >>
  • ଦଲାଲଙ୍କ କବଜାରେ "ତହସିଲ'କାର୍ଯ୍ୟାଳୟ; ତହସିଲ କାର୍ଯ୍ୟାଳୟରର ଲୁଚି ରହୁ ନାହିଁ ଗୋପନୀୟ ତଥ୍ୟ
  • >>
  • ସାକ୍ଷୀଗୋପାଳ - ଅଳଗୁମ ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ସର୍ଭେ କାମ ଶେଷ
  • >>
  • ବଜ୍ରାଘାତରେ ଗାଈ ଜଗୁଆଳଙ୍କ ମୃତ୍ୟୁ
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ଚିତାଲାଗି ପର୍ବ ପାଳନ ଓ ଘରେ ଘରେ ଚିତଉପିଠା ବାସ୍ନାରେ ମହକିଲା
  • >>
  • ଡେଲାଙ୍ଗରେ ବ୍ରଜପାତରେ ଯୁବକର ମୃତ୍ୟୁ
  • >>
  • ଜବାହର ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ
  • >>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • >>
  • ସାତ ରଙ୍ଗ ଓ ସାତଟି ଗଳ୍ପର ଚଳଚିତ୍ର ଇନ୍ଦ୍ରଧନୁ
  • >>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • ନବଜାତ ଶିଶୁ କନ୍ୟାର ଶବ ଠାବ

     The body of a newborn baby girl was found.
    ସାକ୍ଷୀଗୋପାଳ ---- ସତ୍ୟବାଦୀ ଥାନା ଅନ୍ତର୍ଗତ ରାଇଖଣ୍ଡି ପଞ୍ଚାୟତର ମହେଶ୍ୱର ଛକ ନିକଟ ରାସ୍ତା କଡରେ ଥିବା ଏକ ବଗିଚାରେ ନବଜାତ ଶିଶୁ କନ୍ୟାର ଶବ ପଡିଥିବାର ଜଣାପଡିଛି । ସ୍ଥାନୀୟ ଲୋକମାନେ ଏହା ଦେଖି ସେଠାରେ ଜମା ହେବାସହ ବିଭିନ୍ନ ବିଷୟରେ ଆଲୋଚନା କରୁଛନ୍ତି ।ଏ ସମ୍ପର୍କରେ ସତ୍ୟବାଦୀ ଥାନା ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ କରିବା ପରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ଜବତ କରିଥିଲେ । ଆସନ୍ତାକାଲି ଶବ ବ୍ୟବଚ୍ଛେଦ କରାଯିବ ବୋଲି ତଦନ୍ତକାରୀ ଅଫିସର ଏଏସଆଇ କୃଷ୍ଣଚନ୍ଦ୍ର ବେହେରାଙ୍କ ଠାରୁ ସୁଚନା ମିଳିଛି  । ଲୋକମାନେ ଭିଡିଓ କରି ଏହି ଘଟଣାକୁ ଭାଇରାଲ କରୁଥିବାର ଜଣାପଡିଛି । ସାକ୍ଷୀଗୋପାଳ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ, ୧୮/୬/୨୦୨୨---୬,୧୦  Sakhigopal News,18/6/2022

    Blog Archive

    Popular Posts