>>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • >>
  • ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ମେଗା ରକ୍ତଦାନ ଶିବିର - ୧୦୧ ୟୁନିଟ୍ ରକ୍ତ ସଂଗ୍ରହ
  • >>
  • ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଏକ ଦାବିପତ୍ର
  • >>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • ସାକ୍ଷୀଗୋପିନାଥ ଦେବଙ୍କ ନୂତନ ନ୍ୟାସି ହେଲେ ବିଧାୟକ; ଶ୍ରୀ ସମାନ୍ତରାୟ

    Sakshigopinath Dev's new wife became MLA; Mr. Samantaraya.


    ସାକ୍ଷୀଗୋପାଳ--- ସାକ୍ଷୀଗୋପିନାଥ ଦେବଙ୍କ ମଧ୍ୟବର୍ତ୍ତୀ କାଳୀନ ପରିଚାଳନା ପାଇଁ ନୂତନ ଭାବେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କୁ ନ୍ୟାସି ଭାବେ ମନୋନୀତ କରାଯାଇଛି ।  ସାକ୍ଷୀଗୋପିନାଥଙ୍କ ଯାତ୍ରୀନିବାସରେ ଅନୁଷ୍ଠିତ ବୈଠକରେ ଏହି ନିସ୍ପତି ଗ୍ରହଣ କରାଯାଇଥିଲା ।   ବୈଠକରେ ବିଧାୟକ ଉମାକାନ୍ତ ସାମନ୍ତରାୟ, ସତ୍ୟବାଦୀ ତହସିଲଦାର ଜୟନ୍ତ କୁମାର ଜୟସିଂ, ବିଡିଓ କ୍ଷୀରୋଦ କୁମାର ବେହେରା, ଏସଡିପିଓ ଦେବଦତ୍ତ ବରାଳ ଓ ମନ୍ଦିର କାର୍ଯ୍ୟନିବାହୀ ଅଧିକାରୀ ବସନ୍ତ କୁମାର ପ୍ରଧାନ ଉପସ୍ଥିତ ରହିଥିଲେ ।  ପରେ ପରେ ସାକ୍ଷୀଗୋପିନାଥ ଦେବଙ୍କ ସେବାୟତ ସଂଘ ପକ୍ଷରୁ ସଭାପତି ଶ୍ରାବତ୍ସ ମହାପାତ୍ର ଓ ସମ୍ପାଦକ ବିଜୟ କୁମାର ନନ୍ଦଙ୍କ ସହିତ ଅନ୍ୟ ସଦସ୍ୟ ମାନେ ନୂତନ ନ୍ୟାସି ତଥା ସ୍ଥାନୀୟ ବିଧାୟକଙ୍କୁ ୧୦ ଦଫା ସମ୍ମଳିତ ଏକ ଦାବିପତ୍ର ପ୍ରଦାନ କରିଥିବା  ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ପ୍ରଧାନଙ୍କ ଠାରୁ ସୁଚନା ମିଳିଛି । ବୈଠକରେ ସତ୍ୟବାଦୀ ଥାନା ଆଇଆଇସି ବିଜୟ କେତନ ବେହେରା ଉପସ୍ଥିତ ରହିଥିଲେ ।  ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୬/୬/୨୦୨୨---୫,୪୦  

     Sakhigopal News , 26/6/2022

    Blog Archive

    Popular Posts