>>
  • ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇଲେ ୨୦ ମାସର ଶିଶୁକନ୍ୟା 'ଶ୍ରେୟାଶିଂ'
  • >>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • >>
  • ଦଲାଲଙ୍କ କବଜାରେ "ତହସିଲ'କାର୍ଯ୍ୟାଳୟ; ତହସିଲ କାର୍ଯ୍ୟାଳୟରର ଲୁଚି ରହୁ ନାହିଁ ଗୋପନୀୟ ତଥ୍ୟ
  • >>
  • ସାକ୍ଷୀଗୋପାଳ - ଅଳଗୁମ ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ସର୍ଭେ କାମ ଶେଷ
  • >>
  • ବଜ୍ରାଘାତରେ ଗାଈ ଜଗୁଆଳଙ୍କ ମୃତ୍ୟୁ
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ଚିତାଲାଗି ପର୍ବ ପାଳନ ଓ ଘରେ ଘରେ ଚିତଉପିଠା ବାସ୍ନାରେ ମହକିଲା
  • >>
  • ଡେଲାଙ୍ଗରେ ବ୍ରଜପାତରେ ଯୁବକର ମୃତ୍ୟୁ
  • >>
  • ଜବାହର ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ
  • >>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • >>
  • ସାତ ରଙ୍ଗ ଓ ସାତଟି ଗଳ୍ପର ଚଳଚିତ୍ର ଇନ୍ଦ୍ରଧନୁ
  • କୁମୁକା ଜଙ୍ଗଲ ସୁରକ୍ଷା କର୍ମଶାଳା

    Kumuka Forest Protection Workshop.


    ଡେଲାଙ୍ଗ  ---: ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ସାନଆଙ୍କୁଳା ଗ୍ରାମରେ ସବୁଜ ଡେଲାଙ୍ଗ ଟ୍ରଷ୍ଟ ବୋଳକଣାଙ୍କ ପକ୍ଷରୁ  କୁମୁକା ଜଙ୍ଗଲ ସୁରକ୍ଷା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ନାବାର୍ଡ ର ପୂର୍ବତନ ଜେନେରାଲ ମ୍ୟାନେଜେର ତଥା ସମାଜସେବୀ ଜିତେନ୍ଦ୍ରିୟ ପଟ୍ଟନାୟକ ମୁଖ୍ୟଅତିଥି ରୂପେ ଯୋଗ ଦେଇ  କର୍ମଶାଳା ଉଦଘାଟନ କରିଥିଲେ । ସେ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ କୁମୁକା ଜଙ୍ଗଲ ହେଉଛି ଡେଲାଙ୍ଗର ସର୍ବପୁରତନ ଜଙ୍ଗଲ । ବର୍ତମାନ କୁମୁକା ଜଙ୍ଗଲ ତାର ଅସ୍ଥିତ୍ୱ ହରାଇ ବସିଲାଣି । ବୃକ୍ଷ ଶୂନ୍ୟ ହୋଇଗଲାଣି ଯାହାକି ପରିବେଶ ପ୍ରତି ଘୋର ବିପଦ ।ଏହାର ସୁରକ୍ଷା ହେବା ପାଇଁ ସମ୍ମିଳିତ ଉଦ୍ୟମ ହେବା ଆବଶ୍ୟକ ବୋଲି ମତପ୍ରକାଶ କରିଥିଲେ।
    2010ମସିହା ରେ ରାଜ୍ୟସରକାର ଏଠାରେ ଜଗନ୍ନାଥ ବନପ୍ରକଳ୍ପ ଆରମ୍ଭ କରି ଥିଲେ । ଟ୍ରଷ୍ଟ ର ପ୍ରତିଷ୍ଠାତା ପରିବେଶପ୍ରେମୀ ତଥା ଆଇନଜୀବୀ ହୃଷୀକେଶ ପାଢ଼ୀ କୁମୁକା ଜଙ୍ଗଲ ର ସୁରକ୍ଷା  ଓ ଡେଲାଙ୍ଗ କୁ ସବୁଜ କରିବା ପାଇଁ ପ୍ରତ୍ୟେକ ବ୍ୟକ୍ତି ବିଶେଷ ଗୋଟିଏ ଗୋଟିଏ ଗଛ ଲଗାଇବାକୁ ନିବେଦନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଜୟଲଷ୍ମୀ ପଟ୍ଟନାୟକ, ସୋମନାଥ  ସେନାପତି, ଆକାଶ ଚନ୍ଦ୍ର ପାଢ଼ୀ, ଚନ୍ଦନ, ରିଙ୍କୁ, କାଳୁ ପ୍ରମୁଖ ଉପସ୍ଥିତ ଥିଲେ ଡେଲାଙ୍ଗ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ, ୨୬/୬/୨୦୨୨---୮,୫୫ , Sakhigopal News,26/6/2022

    Blog Archive

    Popular Posts