ବଜ୍ରପାତରେ ମହିଳାଙ୍କ ମୃତ୍ୟୁ ୍ଙ୍କ୍ଙ
Woman killed by lightning
ଭଞ୍ଜନଗର – ଧାନ ବିଲରେ କାମ କରୁଥିବା ବେଳେ ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ ଘଟିଛି। ଗଂଜାମ ଜିଲ୍ଲା ତାରାସିଙ୍ଗି ଥାନା ଅନ୍ତର୍ଗତ ରଙ୍ଗାମେରୁ ଗାଁ ନିକଟରେ ଘଟିଛି ଏଭଳି ଘଟଣା । ମୃତ ମହିଳା ଜଣକ ହେଲେ , ପୁଷ୍ପିତା ପ୍ରଧାନ(୩୨) । ଗୁରୁତର ଅବସ୍ଥାରେ ତାଙ୍କୁ ଉଧାର କରି, ଭଂଜନଗର ମେଡିକାଲ ରେ ଭର୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ମୃତ ଦେହକୁ ଜବତ କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି ତାରାସିଙ୍ଗି ଥାନା ପୋଲିସ । ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୧/୮/୨୦୨୨----୮,୪୫ Sakhigopal News,1/8/2022