>>
  • ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଆରୋଗ୍ୟ କାମନା କରି ସାକ୍ଷୀଗୋପିନାଥ ଦେବଙ୍କ ନିକଟରେ ଶହଶହ ଦୀପଦାନ
  • >>
  • ମିଲର ଧାନ ଉଠାଉନଥିବାରୁ ଚାଷୀ ଜିଲ୍ଲାପାଳ,ବିଡ଼ିଓ,ତହସିଲଦାର ,ଥାନାର ଦ୍ୱାରସ୍ଥ ହେଲେ
  • >>
  • ବାହାଡାପଦର ହାଇସ୍କୁଲରେ ଯୋଗ ଦିବସ ପାଳିତ
  • >>
  • ଆନ୍ତର୍ଜାତିକ ଯୋଗ ଦିବସ ପାଳନ
  • >>
  • ଭଞ୍ଜନଗରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ
  • >>
  • ପୌରପରିଷଦ ଏବଂ ପଞ୍ଚାୟତ ସମିତିର ମିଳିତ ସହଯୋଗରେ "ଆନ୍ତର୍ଜାତୀୟ ଯୋଗ ଦିବସ'ପାଳିତ
  • >>
  • ଆଇଆଇଟି ଭୁବନେଶ୍ବରରେ ଉତ୍ସାହ ସହିତ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
  • >>
  • ଜଟଣୀ ମହାବିଦ୍ୟାଳୟରେ ଯୋଗ ଶିବିର ଅନୁଷ୍ଠିତ
  • >>
  • ଶିଶୁ ମନ୍ଦିରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
  • >>
  • ଖୋର୍ଦ୍ଧା ରୋଡ ମଣ୍ଡଳ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ - ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ
  • >>
  • ସତ୍ୟବାଦୀରେ ଆନ୍ତର୍ଜାତୀୟ ଯୋଗଦିବସ ପାଳିତ ; ସୁସ୍ଥ ରହିବା ପାଇଁ ଯୋଗ କରିବାକୁ ଆହ୍ୱନ
  • >>
  • ଚକରା ବିଷୋୟୀଙ୍କ ଜନ୍ମସ୍ଥାନ ବିଞ୍ଜିଗିରିକୁ ଐତିହ୍ୟ ଗାଁର ମାନ୍ୟତା ମିଳିଲା
  • >>
  • ବର୍ଷ ଏକ ବିଶ୍ୱାସ ଘାତକ ଅନେକ ଲେଖିବା ପାଇଁ ଦାବୀ କଲେ ବ୍ଳକ ଅଧ୍ୟକ୍ଷ ; ବିଧାୟକଙ୍କ କଥାରେ ଚାଲିଛି ସତ୍ୟବାଦୀ ବ୍ଳକ
  • >>
  • ପଟ୍ଟା, ରାଶନ କାର୍ଡ ଓ ଅନ୍ତ୍ୟୋଦୟ ଆବାସ ଯୋଜନା ଗୃହର କାର୍ଯ୍ୟଦେଶ ବଣ୍ଟନ
  • >>
  • ପ୍ରଗତିଶୀଳ ଗଣତାନ୍ତ୍ରିକ ସାମ୍ମୁଖ୍ୟ, ଭଞ୍ଜନଗର, ଗଞ୍ଜାମ ତରଫରୁ ପାଲେଷ୍ଟାଇନ ସଂହତି ଦିବସ ପାଳନ
  • ସତ୍ୟବାଦୀରେ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଦେଶାତ୍ମବୋଧକ କବିତା ପାଠ ଉତ୍ସବ



    ସାକ୍ଷୀଗୋପାଳ---- ଓଡିଆ ଭାଷା, ସାହିତ୍ୟ ଓ ସଂସ୍କତିବିଭାଗ ଆନୁକୂଲ୍ୟରେ ସ୍ୱାଧୀନତାର ଅମୃତ ମହୋତ୍ସ ପାଳନ ଅବସରରେଓଡିଆ ସାହିତ୍ୟ ଏକାଡେମୀ ପକ୍ଷରୁ ସ୍ୱରଚିତ ଦେଶାତ୍ମବୋଧକ କବିତା ପାଠ ସାକ୍ଷୀଗୋପାଳ ପଞ୍ଚସଖା ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ପୂର୍ବତନ ଶିକ୍ଷକ ଅଶୋକ ପ୍ରଧାନ, ଶରତ ଚନ୍ଦ୍ର ମିଶ୍ର ଓ ସ୍ୱାଧୀନତା ସଂଗ୍ରାମୀଙ୍କ ଦାୟଦ କବି ରଞ୍ଜନ କୁମାର ମିଶ୍ର ଓ ସାମଜସେବୀ, ପରିବେଶବିତ୍ତ, କବି, ଲେଖକ ସଚ୍ଚିକାନ୍ତ ବିଶ୍ୱାଳ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଗବେଷକ ତଥା ଓଡିଶା ସାହିତ୍ୟ ଏକାଡେମୀର ଆବାହକ ଭୀମସେନ ମହାପାତ୍ର । ୨୨ଜଣ କବି କବୟତ୍ରୀ ସ୍ୱରଚିତ କବିତା ପାଠ କରିଥିଲେ । ବିଜୟ କୁମାର ପରିଡା , ବନ୍ଦନା ମହାପାତ୍ର.ଅନୁସୟା ମିଶ୍ର, ଦିଗମ୍ବର ରଥ, ପ୍ରଶାନ୍ତ ବିଶ୍ୱାଳ, ସୁନନ୍ଦା ମହାନ୍ତି, ବିଜୟ ପଟ୍ଟନାୟକ, ଯଯାତି କେଶରୀ ରାୟ ପ୍ରମୁଖ କବିତା ପାଠ କରିଥିଲେ । କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ କବୟତ୍ରୀ ସୁଜତା ଦେବୀ । ଧନ୍ୟବାଦ ଦେଇଥିଲେ ବିଶାଖା ଦେବୀ ।  ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୧୬/୮/୨୦୨୨--୬,୧୦   Sakhigopal News , 16/8/2022

    Blog Archive

    Popular Posts