>>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • >>
  • ଭିର୍ନ୍ନକ୍ଷମ ସୁନିତାଙ୍କ ବିବାହରେ ସାହାର୍ଯ୍ୟର ହାତ ବଢ଼େଇଲା ବିପଦର ବନ୍ଧୁ ଓଡିଶା
  • >>
  • ମୁଖ୍ୟ ରାସ୍ତାରୁ ତାଡି ବିକୁଥିଲେ ମୋରମ |ଟ୍ରାକ୍ଟର ଓ ଜେସିବି ସହ ୨ ଥାନା ରେ ଅଟକ
  • >>
  • ଅତିରିକ୍ତ ତହସିଲଦାର ଓ ଦଲାଲ ଙ୍କ ମଧୁଚନ୍ଦ୍ରିକାରେ ବେଆଇନ ପଟ୍ଟା କରବାର ; ଜନ ଅସନ୍ତୋଷ ବୃଦ୍ଧି
  • >>
  • ସତ୍ଯବାଦୀରେ ତିନି ସେନାଙ୍କ ବୀରତ୍ୱକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ରା
  • >>
  • ତିନି ସେନାର ବୀରତ୍ୱ ପରାକ୍ରମକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ର
  • >>
  • ଜଟଣୀରେ ସେନା ବାହିନୀ ଉଦ୍ଦେଶ୍ୟରେ ତୀରଙ୍ଗା ଶୋଭାଯାତ୍ରା
  • >>
  • ଗୁରୁଦେବ ଶ୍ରୀ ଶ୍ରୀ ରବି ଶଙ୍କରଙ୍କ ଜନ୍ମ ଦିନରେ ରକ୍ତ ଦାନ ଶିବିର
  • ଷ୍ଟେସନ ମଧ୍ୟରୁ ଅଚିନ୍ହା ବ୍ୟକ୍ତିର ମୃତ୍ୟୁ ଦେହ ଉଦ୍ଧାର



    ଜଟଣୀ --ଶନିବାର ଅପରାହ୍ନରେ ଖୋର୍ଦ୍ଧାରୋଡ଼ ଷ୍ଟେସନ ପ୍ଲାଟଫର୍ମ ନଂ୩ ରେ ଏକ ବୃଦ୍ଧ (60) ଜଣକ ଶୋଇଥିବାର ଜିଆରପି କତ୍ତୃପକ୍ଷ ଦେଖିବାକୁ ପାଇଥିଲେ । ଉଠାଇବା ସମୟରେ ତାଙ୍କର କୌଣସି ଉତ୍ତର ମିଳିନଥିଲା । ସଂଗେ ସଂଗେ ରେଳ ଡାକ୍ତରଙ୍କ ପରୀକ୍ଷା ନିରୀକ୍ଷଣ ପରେ ତାଙ୍କୁ ମୃତ ଘୋଷଣା କରିଥିଲେ । ପରେ ଖୋର୍ଦ୍ଧାରୋଡ଼ ଜିଆରପି କେସ ନଂ ୩୮ / ୨୨ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି । ବ୍ୟକ୍ତି ଜଣଙ୍କର କୌଣସି ପରିଚୟ ମିଳିନାହିଁ । ଯଦି କୌଣସି ସହ ହୃଦୟ ବ୍ୟକ୍ତି ଏହି ମୃତ ବ୍ୟକ୍ତି ସମ୍ପର୍କରେ ଜାଣିଥାନ୍ତି ତେବେ ସଙ୍ଗେ ସଙ୍ଗେ ଖୋର୍ଦ୍ଧାରୋଡ଼ ଜିଆରପି କତୃପକ୍ଷଙ୍କୁ ଜଣାଇବାକୁ ଅନୁରୋଧ କରାଯାଇଛି। ଜଟଣୀରୁ ରଙ୍ଗନାଥ ବେହେରାଙ୍କ ରିପୋର୍ଟ,୨୮/୮/୨୦୨୨_--୬,୪୦ Sakhigopal News,28/8/2022

    Blog Archive

    Popular Posts