>>
  • ସାକ୍ଷୀଗୋପାଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ, ୨୫୩ ପ୍ରକଳ୍ପ ରୁ ୫୪ଟି ପ୍ରକଳ୍ପ ସଙ୍କୁଳସ୍ତରକୁ ମନୋନୀତ
  • >>
  • ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇଲେ ୨୦ ମାସର ଶିଶୁକନ୍ୟା 'ଶ୍ରେୟାଶିଂ'
  • >>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • >>
  • ଦଲାଲଙ୍କ କବଜାରେ "ତହସିଲ'କାର୍ଯ୍ୟାଳୟ; ତହସିଲ କାର୍ଯ୍ୟାଳୟରର ଲୁଚି ରହୁ ନାହିଁ ଗୋପନୀୟ ତଥ୍ୟ
  • >>
  • ସାକ୍ଷୀଗୋପାଳ - ଅଳଗୁମ ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ସର୍ଭେ କାମ ଶେଷ
  • >>
  • ବଜ୍ରାଘାତରେ ଗାଈ ଜଗୁଆଳଙ୍କ ମୃତ୍ୟୁ
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ଚିତାଲାଗି ପର୍ବ ପାଳନ ଓ ଘରେ ଘରେ ଚିତଉପିଠା ବାସ୍ନାରେ ମହକିଲା
  • >>
  • ଡେଲାଙ୍ଗରେ ବ୍ରଜପାତରେ ଯୁବକର ମୃତ୍ୟୁ
  • >>
  • ଜବାହର ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ
  • >>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟରେ ପର୍ଯ୍ୟଟନଦିବସ ପାଳିତ



    ସାକ୍ଷୀଗୋପାଳ ---- ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ  ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ ହୋଇଯାଇଛି ।  ଛାତ୍ର ଓ ଚ୍ରାତୀ ମାନଙ୍କ ଦ୍ୱାରା ବିଭିନ୍ନ ପର୍ଯ୍ୟଟନ  ପ୍ରକଳ୍ପ ପଦର୍ଶତି କରିଥିଲେ ।  ସତ୍ୟବାଦୀ ମଣ୍ଡଳ ଶିକ୍ଷା ଅଧିକାରିଣୀ ତଥା ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ଭବମ ପ୍ରଧାନ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ପର୍ଯ୍ୟଟନ ଶିକ୍ଷାର ମୂଲ୍ୟବୋଧ ଓ ଗୁଣାତ୍ମକ ମାନ ସମ୍ପର୍କରେ ଉପସ୍ଥିତ ଥିବା ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷା ଅଧିକାରୀଣି କହିଥିଲେ । ଶିକ୍ଷକ ମାନସ ରଞ୍ଜନ ପଟ୍ଟନାୟକ ସ୍ୱାଗତ ଭାଷଣ ଦେଇଥିବା ବେଳେ  ପର୍ଯ୍ୟଟନ ବିଭାଗ ଶିକ୍ଷକ ବିଶ୍ୱନାଥ ସ୍ୱାଇଁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୭/୯/୨୦୨୨------୬,୪୦   Sakhigopal News, 27/9/2022

    Blog Archive

    Popular Posts