>>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • ଜୁଆଖେଳ ଚାଲିଥିବା ବେଳେ ପୋଲିସ ର ଚଢ଼ାଉ , ୯ ଗିରଫ ୨୭ ହଜାର ଟଙ୍କା ଜବତ



    ଭଞ୍ଜନଗର - ଭଞ୍ଜନଗର ଥାନା ଅନ୍ତର୍ଗତ ଭିନ୍ନଭିନ୍ନ ଦୁଇଟି ସ୍ଥାନରେ ଜୁଆଖେଳ ଚାଲିଥିବା ବେଳେ ପୋଲିସ ର ଚଢ଼ାଉ କରିଛି । ୯ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ସେମାନଙ୍କ ଠାରୁ ୨୭ ହଜାର ୫୦୦ ଟଙ୍କା ଜବତ କରିଛି ପୋଲିସ । ଏନେଇ ଭଞ୍ଜନଗର ଥାନା ପୋଲିସ ଦୁଇଟି ମାମଲା ରୁଜୁ କରିଛି । ଆଗକୁ ଦଶହରା ଆସୁଥିବାରୁ ବିଭିନ୍ନ ସ୍ଥାନରେ ଜୁଆଖେଳ ଆରମ୍ଭ ହୋଇଥିବା ଦେଖିବାକୁ ମିଳୁଛି । ଏନେଇ ଜୁଆଡି ଙ୍କୁ ଧରିବା ସହ ଜୁଆଖେଳ ରୋକିବା ପାଇଁ  ଜିଲ୍ଲା ଏସପି ଙ୍କ ନିର୍ଦ୍ଦେଶକ୍ରମେ ଏଭଳି ଚଢ଼ାଉ ଉପରେ ଗୁରୁତ୍ବ ଦେଇଛି ପୋଲିସ । ଆଗକୁ ମଧ୍ୟ ଜୁଆଖେଳ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି  ଥାନାଧିକାରୀ ଧିରେଶ କୁମାର ଦାସ ସୂଚନା ଦେଇଛନ୍ତି ।
    ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୨୬/୯/୨୦୨୨---୯,୪୦   Sakhigopal News,26/9/2022

    Blog Archive

    Popular Posts