Breaking News

>>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • >>
  • ସତ୍ୟବାଦୀର ସାରଙ୍ଗାଯୋଡ଼ି ରେ କୁକୁଡ଼ା ମଡକ ; ହତାସ ଚାଷୀ କୁଳ
  • >>
  • ଶିଶୁମାନେ ହିଁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ
  • >>
  • ସତ୍ୟବାଦୀ ରେ ପୁଣି ଲଜ୍ୟା, ନାବାଳିକା ଙ୍କୁ ଦୁର୍ଗମ ଅଭିଯୋଗ
  • >>
  • ସତ୍ୟବାଦୀ ରେ ନିଶାକୁ ନା କାର୍ଯ୍ୟକ୍ରମ ଅନୁଷ୍ଠିତ
  • >>
  • ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ସମ୍ବନ୍ଧୀୟ ସଚେତନତା କର୍ମଶାଳା
  • >>
  • ଆଭ୍ୟନ୍ତରୀଣ ଅଭିଯୋଗ କମିଟିତରଫରୁ ଯୌନ ଉପୂୀଡନ ସମ୍ପର୍କିତ ଏକ ସଚେତନତା କର୍ମଶାଳା
  • >>
  • ଆଇନଜୀବୀ ଉପେନ୍ଦ୍ର ବିଶ୍ଵାଳଙ୍କ ପିତୃ ବିୟୋଗ
  • >>
  • ବଳଙ୍ଗା ଥାନା ଘଟଣା, ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ; ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି କଲା କଂଗ୍ରେସ
  • >>
  • ଗ୍ୟାଲେରୀ କଲେଜ ରେ ଯୌନ ନିର୍ଯାତନା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ସହିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
  • >>
  • କଣାସ ଅଞ୍ଚଳରୁ ୩ମାସ ହେଲା ଝାଡାବାନ୍ତି ପିଛାଛାାଡୁନି; ଆଜି ୧୦ ଆକ୍ରାନ୍ତ
  • >>
  • ଅଗ୍ନିକାଣ୍ଡଘଟି ୨ବଖରା ଘର ଜଳିଗଲା
  • >>
  • ହରଷପଡା କେଶବ ହତ୍ୟାକାଣ୍ଡର ୨ଆସାମୀ ଗିରିଫ କୋର୍ଟଚାଲଣ
  • >>
  • ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ୍ୟୁ
  • ୱ।ର୍ଡ ସଭ୍ୟ ସଭ୍ୟା ମାନଙ୍କର ପ୍ରଶିକ୍ଷଣ ଶିବିର ଉଦଘାଟିତ

    ସାକ୍ଷୀଗୋପାଳ----- ସାକ୍ଷୀଗୋପାଳ ରୁ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ସ୍ବାଦ ଆନୁକୁଲ୍ୟରେ ରାଜ୍ୟ ଗ୍ରାମ୍ଯ ଉନ୍ନୟନ ପ୍ରତିଷ୍ଠାନ ଓ ରାଜ୍ୟ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ, ଓଡ଼ିଶା ସରକାରଙ୍କ ସହଯୋଗରେ ୱ।ର୍ଡ ସଭ୍ୟ ସଭ୍ୟା ଙ୍କୁର ତିନି ଦିନିଆ ଦକ୍ଷତା ବିକାଶ ପ୍ରଶିକ୍ଷଣ ଉଦଘାଟିତ ହୋଇଯାଇଛି। ଉଦଘାଟନି ଉତ୍ସବ ରେ ସତ୍ୟବାଦୀ ପଞ୍ଚାୟତ ସମିତି ର ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ପ୍ରଶିକ୍ଷଣ ଶିବିର କୁ ଉଦଘାଟନ କରିଥିଲେ। ଅନ୍ୟତମ ଅତିଥି ଭାବେ ଅତିରିକ୍ତ ମଣ୍ଡଳ ଅଧିକାରୀ ଅରକ୍ଷିତ ପ୍ରଧାନ ଓ ଜିପିଓ ସୈାଭାଗ୍ୟ ରଞ୍ଜନ କର ଉଦଘାଟନି କାର୍ଯ୍ୟକ୍ରମ ରେ ଯୋଗ ଦେଇ ଉପସ୍ଥିତ ଥିବା ୱ।ର୍ଗ ସଭ୍ୟ ସଭ୍ୟା ମାନଙ୍କୁ ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ସତ୍ୟବାଦୀ ବ୍ଳକ ରଆଳିସ,ରାୟଖଣ୍ଡି, ମୂଳଅଳସା ଓ ସାରଙ୍ଗଯୋଡି ପଞ୍ଚାୟତର ୪୭ଜଣ ୱ।ର୍ଗ ସଭ୍ୟ ସଭ୍ୟା ମାନେ ଶିବିର ରେ ଅଂଶ ଗ୍ରହଣ କରିଥିଲେ। ଅନୁଷ୍ଠାନର ଶିଶିର କୁମାର ମିଶ୍ର ଉଦଘାଟିତ ଉତ୍ସବରେ ସଂଯୋଜନା କରିଥିଲେ। ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ ତରଫରୁ ଶ୍ରୀପତି ମହାପାତ୍ର ଓ ହାଡ଼ିବନ୍ଧୁ ସଖୀ ପ୍ରଶିକ୍ଷଣ ଦେଇଥିଲେ। ଅନୁଷ୍ଠାନର କୋଷାଧ୍ୟକ୍ଷ ପ୍ରଭାତି ମିଶ୍ର ଶେଷରେ ଧନ୍ୟବାଦ ଦେଇଥିଲେ। 
    ସାକ୍ଷୀଗୋପାଳ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୧୮/୧୦/୨୦୨୨---୧୦,୧୦ Sakhigopal News,18/10/2022

    Blog Archive

    Popular Posts