Breaking News

>>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • >>
  • ସତ୍ୟବାଦୀର ସାରଙ୍ଗାଯୋଡ଼ି ରେ କୁକୁଡ଼ା ମଡକ ; ହତାସ ଚାଷୀ କୁଳ
  • >>
  • ଶିଶୁମାନେ ହିଁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ
  • >>
  • ସତ୍ୟବାଦୀ ରେ ପୁଣି ଲଜ୍ୟା, ନାବାଳିକା ଙ୍କୁ ଦୁର୍ଗମ ଅଭିଯୋଗ
  • >>
  • ସତ୍ୟବାଦୀ ରେ ନିଶାକୁ ନା କାର୍ଯ୍ୟକ୍ରମ ଅନୁଷ୍ଠିତ
  • >>
  • ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ସମ୍ବନ୍ଧୀୟ ସଚେତନତା କର୍ମଶାଳା
  • >>
  • ଆଭ୍ୟନ୍ତରୀଣ ଅଭିଯୋଗ କମିଟିତରଫରୁ ଯୌନ ଉପୂୀଡନ ସମ୍ପର୍କିତ ଏକ ସଚେତନତା କର୍ମଶାଳା
  • >>
  • ଆଇନଜୀବୀ ଉପେନ୍ଦ୍ର ବିଶ୍ଵାଳଙ୍କ ପିତୃ ବିୟୋଗ
  • >>
  • ବଳଙ୍ଗା ଥାନା ଘଟଣା, ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ; ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି କଲା କଂଗ୍ରେସ
  • >>
  • ଗ୍ୟାଲେରୀ କଲେଜ ରେ ଯୌନ ନିର୍ଯାତନା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ସହିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
  • >>
  • କଣାସ ଅଞ୍ଚଳରୁ ୩ମାସ ହେଲା ଝାଡାବାନ୍ତି ପିଛାଛାାଡୁନି; ଆଜି ୧୦ ଆକ୍ରାନ୍ତ
  • >>
  • ଅଗ୍ନିକାଣ୍ଡଘଟି ୨ବଖରା ଘର ଜଳିଗଲା
  • >>
  • ହରଷପଡା କେଶବ ହତ୍ୟାକାଣ୍ଡର ୨ଆସାମୀ ଗିରିଫ କୋର୍ଟଚାଲଣ
  • >>
  • ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ୍ୟୁ
  • ନିମ୍ନମାନର କାର୍ଯ୍ୟ ଯୋଗୁ ଭୁଶୁଡ଼ିଲା ପାଚେରୀ


    କଟକ  -ବାଙ୍କୀ ବ୍ଲକ ଅନ୍ତର୍ଗତ ଓସ୍ତିଆ ପଂଚାୟତ ସ୍ଥିତ ବିଷ୍ଣୁପୁର ଗ୍ରାମରେ ଲକ୍ଷାଧିକ ଟଙ୍କା ବିନିମୟରେ ମଶାଣି  ଚତ୍ରୁ ପାର୍ଶ୍ଵ ପାଚେରୀ ନିର୍ମାଣ କରାଯାଇଥିଲା ।  ଉକ୍ତ ମଶାଣି ର ପାଚେରୀ କାର୍ଯ୍ୟ ଅତି  ନିମ୍ନ ମାନର କରାଯାଇଥିବାରୁ ଉକ୍ତ ପାଚେରୀ ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି ।କାର୍ଯ୍ୟ ସମୟରେ ସରକାରୀ କନିଷ୍ଠ ଯନ୍ତ୍ରୀ  ଅନୁପସ୍ଥିତିରେ କାର୍ଯ୍ୟ ହୋଇଥିବା ବେଳେ ବିଭାଗୀୟ ଅଧିକାରୀ ଓ ପଂଚାୟତ ଠିକାଦାରଙ୍କ ଭିତିରି ବୁଝାବଣାରେ କାର୍ଯ୍ୟ କରାଯାଉଥିବା  ଅଭିଯୋଗ ହେଉଛି । ସରକାରୀ ଅର୍ଥକୁ ଲୁଟ କରିବା କରିବା ଉଦେଶ୍ୟ ରଖି ସରକାରୀ କନିଷ୍ଠ ଯନ୍ତ୍ରୀ ଓ ଠିକାଦାର ମିଳିମିଶି ଏଭଳି କାର୍ଯ୍ୟ କରୁଥିବାରୁ  ଉକ୍ତ କାର୍ଯ୍ୟର ଉଚ୍ଚ ସ୍ତରୀୟ ତଦନ୍ତ କରିବାକୁ ଅଞ୍ଚଳ ବାସୀ ଦାବି କରିଛନ୍ତି । କଟକରୁ ମୃତ୍ୟୁଞ୍ଜୟ ପ୍ରଧାନଙ୍କ ରିପୋର୍ଟ,୯/୯/୨୦୨୨---୯,୧୦ Sakhigopal News,9/9/2022

    Blog Archive

    Popular Posts