>>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • ବାଙ୍କୀ କଲେଜ “ନାକ୍‌” ପାଇଁ ପ୍ରସ୍ତୁତି ବୈଠକ

     
    ବାଙ୍କୀ ---- ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟର ତୃତୀୟ “ନାକ୍‌” ଦଳ ଆସିବା ପାଇଁ ଏକ ପ୍ରସ୍ତୁତି ବୈଠକ କଲେଜ ସଭା ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । କଲେଜର  ଅଧ୍ୟକ୍ଷ କ୍ୟାପଟେନ୍ ଭବାନୀ ପ୍ରସାଦ ହୋତା ଅଧ୍ୟକ୍ଷତା କରିଥିଲେ । ଆଗାମୀ ନାକ୍ ପାଇଁ ଏବେ ଠାରୁ ସମସ୍ତେ ପ୍ରସ୍ତୁତି ରହିବା ସହିତ ଆନୁସାଙ୍ଗିକ କାର୍ଯ୍ୟ ନିରୂପଣ କରିବା ପାଇଁ ପରାମର୍ଶ ଦେଇଥିଲେ । ଆଇ.କ୍ୟୁ.ଏସ୍‌.ସି ଉପରେ ଭିଟୋର ନିର୍ଦ୍ଦେଶକ ପ୍ରୀତିରଞ୍ଜନ ସାହୁ ଆଇ.ସି.ଟି ବିଷୟରେ ବିଭିନ୍ନ ଉଦାହରଣ ମାଧ୍ୟମରେ ନାକ୍ ସମ୍ବନ୍ଧରେ ଆଲୋକପାତ କରିଥିଲେ । ଉକ୍ତ ବୈଠକରେ ଉପାଧ୍ୟକ୍ଷ ପ୍ରାଧ୍ୟାପକ ମନୋଜ କୁମର ମହାପାତ୍ର, ମୋ କଲେଜର ସଂଯୋଜକ ପ୍ରାଧ୍ୟାପକ ରାଜକିଶୋର ପାଲ୍‌, ପରୀକ୍ଷା ନିୟନ୍ତ୍ରକ ତୈଲୋକ୍ୟନାଥ ଦାସ, ପ୍ରଶାସନିକ ଅଧିକାରୀ ଶୈଳେନ୍ଦ୍ର ନାରାୟଣ ଦେଓ, ପ୍ରାଧ୍ୟାପକ ମନୋରଞ୍ଜନ ସାହୁ, ପ୍ରାଧ୍ୟାପକ ସମୀର କୁମାର ମହାପାତ୍ର, ଡଃ.ଶଶିଭୂଷଣ ମହାପାତ୍ର, ଡଃ.ସନ୍ଧ୍ୟାରାଣୀ ମହାନ୍ତି, ବିଶ୍ୱବ୍ୟାଙ୍କ ସଂଯୋଜକ ପ୍ରାଧ୍ୟାପକ ନିରଞ୍ଜନ ରାଉତରାୟ, ପ୍ରାଧ୍ୟାପିକା ଗାୟତ୍ରୀ ନାୟକ, ଡଃ.ଶ୍ରୀକାନ୍ତ ଦାସ,ପ୍ରାଧ୍ୟାପକ ପ୍ରମୋଦ କୁମାର ପଣ୍ଡା, ଡଃ.ବିଶ୍ୱରଞ୍ଜନ ସାହୁ, ଅଧ୍ୟାପକ ରତ୍ନାକର ଦାଶ, ପୁରାତନ ଛାତ୍ର ସଂସଦର ସହ ସଂପାଦକ ବୃନ୍ଦାବନ ପ୍ରଧାନ, ରମେଶ ଚନ୍ଦ୍ର ସାହୁ , ଗ୍ରନ୍ଥାଗାରିକ ପ୍ରଭାତ ରଞ୍ଜନ ବଳିୟାର ସିଂହ ପ୍ରମୁଖ ଯୋଗଦାନ କରି ନିଜର ମତାମତ ପ୍ରକାଶ କରିଥିଲେ । ଶେଷରେ ନାକ୍‌ର ସଂଯୋଜକ ପ୍ରାଧ୍ୟାପକ ନିରଞ୍ଜନ ମହାନ୍ତି କାର୍ଯ୍ୟକ୍ରମକୁ ପରିଚାଳନା କରି ଧନ୍ୟବାଦ ଅର୍ପଣ କରିଥିଲେ ।
    କଟକରୁ ମୃତ୍ୟୁଞ୍ଜୟ ପ୍ରଧାନଙ୍କ ସହ ବାଙ୍କୀରୁ ରମେଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ, ନିୟୁଜ ସାକ୍ଷୀଗୋପାଳ ୧୮/୧୦-୨୦୨୨---୯,୧୦ Sakhigopal News,18/10/2022

    Blog Archive

    Popular Posts