>>
  • ଖୁଣ୍ଟୁଲିପାଲି ଛକ ଠାରେ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ର ପ୍ରକଳ୍ପ ଉଦଘାଟନ
  • >>
  • ବର୍ଷାରେ ବେହାଲ ଜଟଣୀ, ନର୍ଦ୍ଦମା ଜଳରେ ଉବୁଟୁବୁ "ସୀତାରାମ ଛକ ; ସହରର ଡ୍ରେନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଷୁଡିପଡିଛି
  • >>
  • ପୌର ଉପାଧ୍ୟକ୍ଷାଙ୍କୁ ଅଧ୍ୟକ୍ଷଙ୍କ ଅଣଦେଖା ; ପ୍ରତିବାଦରେ ଉପାଧ୍ୟକ୍ଷାଙ୍କ ଧାରଣା : ଧାରଣାର ୪ ଘଣ୍ଟା ପରେ ଧାରଣରୁ ଓହରିଲେ ଉପାଧକ୍ଷା
  • >>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • >>
  • ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ମେଗା ରକ୍ତଦାନ ଶିବିର - ୧୦୧ ୟୁନିଟ୍ ରକ୍ତ ସଂଗ୍ରହ
  • >>
  • ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଏକ ଦାବିପତ୍ର
  • >>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • ବାଙ୍କୀର ସମାଜ ସେବୀ ତଥା ସାମ୍ବାଦିକ ସୂର୍ଯ୳ମଣୀ ମଲ୍ଲୀକଙ୍କୁ ସମ୍ମଦ୍ଧିତ


    ବାଙ୍କୀ---- ଶ୍ରୀ ଜଗନ୍ନାଥ କଳା ସଂସ୍କୃତି ସଂକୀର୍ତ୍ତନ ସେବା ବିକାଶ ପରିଷଦ,ଓଡିଶା ପକ୍ଷରୁ କଟକ ଜିଲ୍ଲା ମଙ୍ଗୁଳି ସ୍ଥିତ ଶକ୍ତି ହୋଟେଲରେ ଆୟୋଜିତ ଏକ ତ୍ରୈମାସିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବାଙ୍କୀର ସମାଜ ସେବୀ ତଥା ସାମ୍ବାଦିକ ସୂର୍ଯ୳ମଣୀ ମଲ୍ଲୀକଙ୍କୁ ସମ୍ମଦ୍ଧିତ କରାଯାଇଛି। ବିକାଶ ପରିଷଦର ରାଜ୳ ତଥା ଜିଲ୍ଲା ସ୍ତରୀୟ  କର୍ମକର୍ତ୍ତା ଏବଂ ସମସ୍ତ ଜିଲ୍ଲା ସଭାପତି ଓ ସମ୍ପାଦକଙ୍କୁ ସର୍ବ ସମ୍ମତି ନିଷ୍ପତି କ୍ରମେ କଟକ ଜିଲ୍ଲା ର ଜିଲ୍ଲା ସଂଯୋଜକ ଭାବେ ଚୟନ କରାଯାଇଛି।ଆଜିର ଉକ୍ତ ବୈଠକରେ ପରିଷଦର ରାଜ୳ ସାଧାରଣ ସମ୍ପାଦକ ଶିବ ପ୍ରସାଦ ସ୍ୱାଇଁ,ଉପସଭାପତି ଏବଂ ଅନ୳ ସବୁ ଜିଲ୍ଲା ସ୍ତରୀୟ ସଭାପତି ଓ ସମ୍ପାଦକ ଉପସ୍ଥିତ ଥିଲେ। 
    କଟକରୁ ମୃତ୍ୟୁଞ୍ଜୟ ପ୍ରଧାନଙ୍କ ରିପୋର୍ଟ,୧୩/୧୧/୨୦୨୨---୮,୫୫ 
    Sakhigopal News,13/11/2022

    Blog Archive

    Popular Posts