>>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • >>
  • ଭିର୍ନ୍ନକ୍ଷମ ସୁନିତାଙ୍କ ବିବାହରେ ସାହାର୍ଯ୍ୟର ହାତ ବଢ଼େଇଲା ବିପଦର ବନ୍ଧୁ ଓଡିଶା
  • >>
  • ମୁଖ୍ୟ ରାସ୍ତାରୁ ତାଡି ବିକୁଥିଲେ ମୋରମ |ଟ୍ରାକ୍ଟର ଓ ଜେସିବି ସହ ୨ ଥାନା ରେ ଅଟକ
  • >>
  • ଅତିରିକ୍ତ ତହସିଲଦାର ଓ ଦଲାଲ ଙ୍କ ମଧୁଚନ୍ଦ୍ରିକାରେ ବେଆଇନ ପଟ୍ଟା କରବାର ; ଜନ ଅସନ୍ତୋଷ ବୃଦ୍ଧି
  • >>
  • ସତ୍ଯବାଦୀରେ ତିନି ସେନାଙ୍କ ବୀରତ୍ୱକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ରା
  • >>
  • ତିନି ସେନାର ବୀରତ୍ୱ ପରାକ୍ରମକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ର
  • >>
  • ଜଟଣୀରେ ସେନା ବାହିନୀ ଉଦ୍ଦେଶ୍ୟରେ ତୀରଙ୍ଗା ଶୋଭାଯାତ୍ରା
  • >>
  • ଗୁରୁଦେବ ଶ୍ରୀ ଶ୍ରୀ ରବି ଶଙ୍କରଙ୍କ ଜନ୍ମ ଦିନରେ ରକ୍ତ ଦାନ ଶିବିର
  • ଶାଳଗଛରେ ପିଟି ହେଲା ପରିବା ବୋଝେଇ ଟ୍ରକ , ୨ ମୃତ



    ଭଞ୍ଜନଗର--ରାସ୍ତାକଢ ଗଛରେ ପିଟି ହେଲା ପରିବା ବୋଝେଇ ଟ୍ରକ୍ । ଏଥିରେ ଟ୍ରକ୍ ଡ୍ରାଇଭର ଓ ଜଣେ ସହଯୋଗୀ ଙ୍କ ମୃତ୍ୟୁ ହୋଇଛି ।ସେମାନେ ହେଲେ ଡ୍ରାଇଭର ଦିବାକର ପାଆର ୪୦ ବର୍ଷ ହେଲପର ରାଜୁ କୁମେରେ ୨୨ବର୍ଷ ବୋଲି ଜଣାପଡିଛି । ସେମାନେ ହେଲେ ମୁନାପାର୍କ ଜିଲ୍ଲାର  ମୁଗାହାବିଲ ଥାନା ଅନ୍ତର୍ଗତ ଖିନବାଲା ଗ୍ରାମର ଜଣାପଡିଛି । ଗଂଜାମ ଜିଲ୍ଲା ତାରାସିଙ୍ଗି ଥାନା ଅନ୍ତର୍ଗତ ତାରାସିଙ୍ଗି-ଜାଡଧାର ରାସ୍ତାରେ ଘଟିଛି ଏଭଳି ଦୁର୍ଘଟଣା । ଗତ ବିଳମ୍ବିତ ରାତିରେ ମହାରାଷ୍ଟ୍ର ରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ପରିବା ବୋଝେଇ ଟ୍ରକଟି ରାସ୍ତା କଡ଼ରେ ଥିବା ଏକ ଶାଳଗଛରେ ପିଟି ହୋଇ ଓଲଟି ପଡିଥିଲା । ଖବରପାଇ ତାରାସିଙ୍ଗି ଥାନା ପୋଲିସ ପହଞ୍ଚି ଟ୍ରକ୍ ଭିତରେ ଚାପିହୋଇ ରହିଥିବା ଉଭୟ ଡ୍ରାଇଭର ଓ ଜଣେ ସହଯୋଗୀ ଙ୍କୁ ଉଧାର କରି ଭଞ୍ଜନଗର ମେଡିକାଲ ରେ ଭର୍ତ୍ତି କରିଥିଲେ ସେଠାରେ ଡାକ୍ତର ତାଙ୍କୁ ଉଭୟଙ୍କୁ ମୃତ ଘୋଷଣା କରିଥିଲେ ।ଏହି ଖବର ତାରସିଂ ପୁଲିସ ପାଇବା ପରେ ଭଞ୍ଜନଗର ଡାକ୍ତରଖାନାରେ ପହଞ୍ଚି ଉଭୟ ମୃତ୍ୟୁ ଦେହକୁ ଜବତ କରି ବ୍ୟବଛେଦ ଗୃହକୁ ପଠାଇଛି ।ଏହି ଘଟଣାକୁ ନେଇ ତାରସିଂ ଥାନାରେ୩୭୪/୨୨ରେ ମାମଲା ହେଇଥିବା ତାରାସିଙ୍ଗି ଥାନାଧିକାରୀ ପ୍ରଦୀପ୍ତ କୁମାର ଦାଶ କହିଛନ୍ତି । ଶନିବାର ଉଭୟଙ୍କ ମୃତଦେହକୁ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବେଲି ତାରସିଂ ଥାନା ଅଧିକାରୀ ଶ୍ରୀ ଦାଶ କହିଛନ୍ତି ।
    ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୧୮/୧୧/୨୦୨୨----୮,୪୦ Sakhigopal News,18/1/2022

    Blog Archive

    Popular Posts