>>
  • କ୍ରାନ୍ତିପଡା ରେ ନଳକୂଅ ଦୀର୍ଘ ଦିନ ହେଲା ଅଚଳ
  • >>
  • ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି
  • >>
  • ଭାଗବତରେ ସମାଜ ଶିକ୍ଷା : ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ମାଫିଆଙ୍କ ଲୋଲୁପ ଦୃଷ୍ଟିରୁ ବର୍ତ୍ତୀ ପାରୁନାହିଁ ସରକାରି ଜମି ; ସାମାଜିକ ଅନୁଷ୍ଠାନର ଜମି ଜବରଦଖଲ ଅଭିଯୋଗ
  • >>
  • ବାଳିକା ସଚେତନତା ଶିବିର ଅନୁଷ୍ଠିତ
  • >>
  • ଜଟଣୀରେ ଜଳ ଯୋଗାଣ ବିପର୍ଯ୍ୟସ୍ଥ ; ବର୍ଷା ଦିନେ ଆସୁଛି ଗୋଳିଆ ପାଣି
  • >>
  • ୭୯ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
  • >>
  • ସାକ୍ଷୀଗୋପାଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ, ୨୫୩ ପ୍ରକଳ୍ପ ରୁ ୫୪ଟି ପ୍ରକଳ୍ପ ସଙ୍କୁଳସ୍ତରକୁ ମନୋନୀତ
  • >>
  • ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇଲେ ୨୦ ମାସର ଶିଶୁକନ୍ୟା 'ଶ୍ରେୟାଶିଂ'
  • >>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • ରଘୁନାଥ ଆଥଲେଟିକ ଆସୋସିଏସନର ପୁରାତନ ସଦସ୍ୟଙ୍କ ବନ୍ଧୁମିଳନ



    ଓଡ଼ଗାଁ,---- : ସ୍ଥାନୀୟ ବ୍ଲକ ନିକଟସ୍ଥ କଲ୍ୟାଣମଣ୍ଡପଠାରେ ରଘୁନାଥ ଆଥଲେଟିକ ଆସୋସିଏସନର ପୁରାତନ ସଦସ୍ୟମାନଙ୍କର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠାନ ସମ୍ପାଦକ ଦିବାକର ନାୟକଙ୍କ ସଭାପତିତ୍ବରେ ଆୟୋଜିତ ବୈଠକରେ ୮୦ ଜଣ ସଭ୍ୟ ଯୋଗ ଦେଇ ପରସ୍ପର ମଧ୍ୟରେ ସୁଖଦୁଃଖ ବାଣ୍ଟିବା ସହ ପୁରୁଣା ସ୍ମୃତିକୁ ସାଉଣ୍ଟିଥିଲେ ।  ଓଡ଼ଗାଁ ଅଞ୍ଚଳରେ କ୍ରୀଡା ଭିତ୍ତିଭୂମିକୁ ଆହୁରୀ ସୁଦୃଢ଼ କରିବା ସକାଶେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି ।  ସେହିପରି ଅନୁଷ୍ଠାନର ୫୦ ବର୍ଷ ପୂର୍ତ୍ତି ଅବସରରେ ସୁବର୍ଣ୍ଣ ଜୟନ୍ତୀ ପାଳନ କରିବା ନିମନ୍ତେ ବୈଠକରେ ସ୍ଥିରୀକୃତ ହୋଇଛି।ଏ ନେଇ ଏକ ପରିବର୍ଦ୍ଧିତ କମିଟି ଗଠନ କରାଯାଇଥିଲା।ଉକ୍ତ ବୈଠକରେ ଅନୁଷ୍ଠାନର ପ୍ରତିଷ୍ଠାତା ସଦସ୍ୟ ଜିଲ୍ଲା ପରିଷଦ ସଂଘ ସଭାପତି ଦେବାଶିଷ ପଟ୍ଟନାୟକ, ପୁରାତନ ସଦସ୍ୟ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, କୁମାର ଦେବଦତ୍ତ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଓଡ଼ଗାଁ ରୁ ଦୀଲିପ କୁମାର ବିଷୋୟୀ ଙ୍କ ରିପୋର୍ଟ,୩୧/୧/୨୦୨୩----୮,୧୫ Sakhigopal News,31/1/2023

    Blog Archive

    Popular Posts