Breaking News

ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳରେ ଶହୀଦ ଦିବସ ପାଳିତ




ଜଟଣି --ଦେଶର ସାର୍ବଭୌମତ୍ବ ରକ୍ଷା କରି ପ୍ରାଣ ହରାଇଥିବା ଶହୀଦ ସୈନିକ ମାନଙ୍କୁ ଅଭିବାଦନ କରିବା ପାଇଁ 30  ଜାନୁଆରୀରେ ଶହୀଦ ଦିବସ ପାଳନ କରାଯାଇଥାଏ |ଶହୀଦ ଦିବସ ଅବସରରେ ଭାରତର ସ୍ୱାଧୀନତା ସଂଗ୍ରାମରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ତଥା ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ଦ୍ୱାରା ଦିଆଯାଇଥିବା ମହାନ ବଳିଦାନକୁ ସମ୍ମାନ ଦେଖାଇବା ପାଇଁ ଖୋର୍ଦ୍ଧା ରୋଡ଼ ମଣ୍ଡଳ ର କାର୍ଯ୍ୟାଳୟ ଏବଂ ବିଭିନ୍ନ ରେଳ ଷ୍ଟେସନରେ କାର୍ଯ୍ୟରତ ଅନେକ ରେଲୱେ କର୍ମଚାରୀ ମାନଙ୍କ ଦ୍ଵାରା ଦୁଇ ମିନିଟ୍ ନୀରବତା ପାଳନ କରାଯାଇଥିଲା ।
ଜଟଣୀରୁ ରଙ୍ଗନାଥ ବେହେରାଙ୍କ ରିପୋର୍ଟ,୩୦/୧/୨୦୨୩----୮,୫୫ Sakhigopal News,30/1/2023

Blog Archive

Popular Posts