>>
  • ଖୁଣ୍ଟୁଲିପାଲି ଛକ ଠାରେ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ର ପ୍ରକଳ୍ପ ଉଦଘାଟନ
  • >>
  • ବର୍ଷାରେ ବେହାଲ ଜଟଣୀ, ନର୍ଦ୍ଦମା ଜଳରେ ଉବୁଟୁବୁ "ସୀତାରାମ ଛକ ; ସହରର ଡ୍ରେନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଷୁଡିପଡିଛି
  • >>
  • ପୌର ଉପାଧ୍ୟକ୍ଷାଙ୍କୁ ଅଧ୍ୟକ୍ଷଙ୍କ ଅଣଦେଖା ; ପ୍ରତିବାଦରେ ଉପାଧ୍ୟକ୍ଷାଙ୍କ ଧାରଣା : ଧାରଣାର ୪ ଘଣ୍ଟା ପରେ ଧାରଣରୁ ଓହରିଲେ ଉପାଧକ୍ଷା
  • >>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • >>
  • ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ମେଗା ରକ୍ତଦାନ ଶିବିର - ୧୦୧ ୟୁନିଟ୍ ରକ୍ତ ସଂଗ୍ରହ
  • >>
  • ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଏକ ଦାବିପତ୍ର
  • >>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • ଥୁଆପାଲି ଠାରେ ଶିବରାତ୍ରି ଦିନରେ ସାମୁହିକ ବ୍ରତୋପନୟନ


      ବରଗଡ଼----  ବରଗଡ ଜିଲ୍ଲା ଭେଡେନ ବ୍ଳକ ଝରାପାଲି ମାର୍କେଟ ଥୁଆପାଲି ଠାରେ ପ୍ରତି ବର୍ଷ ଭଳି ଶିବରାତ୍ରି ଦିନରେ ଏବର୍ଷ ମଧ୍ୟ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ ହୋଇଯାଇଛି। ଏହା ସ୍ଵର୍ଗତ ବୀରବଲ ଅଗ୍ରୱାଲ ୧୯୯୭ ମସିହାରେ ଆରମ୍ଭ କରି ଥିଲେ। ଗରିବ ବ୍ରାହ୍ମଣ ପରିବାରର ପିଲାମାନେ ବ୍ରତ ନହୋଇ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିଲେ। ସ୍ଵର୍ଗତ ବୀରବଲ ଅଗ୍ରୱାଲା  ଚିନ୍ତା କରି ସମସ୍ତ ଖର୍ଚ୍ଚ ନିଜେ ବହନ କରି ସାମୁହିକ ବ୍ରତୋପନୟନ ଆରମ୍ଭ କରିଥିଲେ। ତାଙ୍କର ଉତ୍ତରାଧିକାରୀ ଭାବରେ ପ୍ରତିବର୍ଷ କୈଳାସ ଅଗ୍ରୱାଲା ଶିବରାତ୍ରି ଦିନ ଏହି ସାମୁହିକ ବ୍ରତୋପନୟନ ଖର୍ଚ୍ଚ ନିଜେ  କରି ଆସୁଛନ୍ତି। ଏବର୍ଷ ୧୩ ଜଣ ବ୍ରାହ୍ମଣ ପିଲା ସମସ୍ତ ରିତିନୀତି ଅନୁସାରେ ପଣ୍ଡିତ ଦୁଃଖୀଶ୍ଯାମ ମିଶ୍ର,, କୁନା ତ୍ରିପାଠୀ ଓ ମାଧବ ମହାପାତ୍ର ସମସ୍ତ ବ୍ରତୋପନୟନ କାର୍ଯ୍ୟ ତୁଲାଇଥିଲେ।ଏଥିରେ ଲାୟନ କ୍ଲବ, ଇୟୋ କ୍ଲବ ଓ     ଝରାପାଲି ମାର୍କେଟ ଥୁଆପାଲି ର ସମସ୍ତ ଜନସାଧାରଣ ସହଯୋଗ କରିଥିଲେ। ସନ୍ଧ୍ୟା ସମୟରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୧୮/୨/୨୦୨୩---୮,୧୫ Sakhigopal News,18/2/2023

    Blog Archive

    Popular Posts