>>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ଜଣେ ଗୁରୁତର, ଜଣେ ଆହତ



    ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଜଲେଶପଟ୍ଟା ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା ପ୍ରକାରେ ଆଜି ସକାଳେ ପ୍ରାୟ ୧୧ଟା ସମୟରେ ତୁମୁଡ଼ିବନ୍ଧ ପଟୁ ଜଣେ  ମୋଟରସାଇକେଲ ଯୋଗେ ଦୃତ ଗତିରେ ଆସୁଥିବା ବେଳେ  ତୁମୁଡ଼ିବନ୍ଧ ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଦୁଇ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବାଲିଗୁଡ଼ା ଥାନା କତେରୀଭଟ୍ଟା ଗ୍ରାମର  ଆସିଷ୍ଟାଣ୍ଟ ପ୍ରଫେସର ଡ଼ଃ କୈଳାସଚନ୍ଦ୍ର ମଲ୍ଲିକ ଜେକେପୁର,ରାୟଗଡ଼ା ମଡେଲ ଡିଗ୍ରୀ କଲେଜରେ କାର୍ଯ୍ୟରେ ଯୋଗଦେବାକୁ ମୋଟରସାଇକେଲ ଯୋଗେ ଯାଉଥିବା ବେଳେ ଭାରସାମ୍ୟ ହରାଇ ସାମ୍ନ ପଟୁ ଧକ୍କା ହୋଇଥିଲା । ଫଳରେ ଜଣେ ଚାଳକ ଗୁରୁତର ହୋଇଥିବା ବେଳେ ଅନ୍ୟ ମୋଟରସାଇକେଲ ଚାଳକ ପ୍ରଫେସର ଡ଼ଃ କୈଳାସ ଚନ୍ଦ୍ର ମଲ୍ଲିକ ସାମାନ୍ୟ ଆହତ ହୋଇଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ସେହି ସମୟରେ ବାଲିଗୁଡ଼ାର ଯୁବ ସମାଜସେବୀ ଅମିତ୍ କୁମାର ନାୟକ କୌଣସି କାମରେ ସେହି ରାସ୍ତା ଦେଇ ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିବା ଦେଖି ଆମ୍ବୁଲାନ୍ସ ଡକାଇ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ବ୍ୟବସ୍ଥା କରିଥିବା ବେଳେ ଖବରପାଇ ଅଗ୍ନିଶମ କର୍ମଚାରୀ ଓ ତୁମୁଡ଼ିବନ୍ଧ ଥାନା ପୋଲିସ୍ ଘଟଣାସ୍ଥଳରେ ପହଁଚି ଉଭୟଙ୍କୁ ଉଦ୍ଧାର କରିଥିବା ବେଳେ ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । କନ୍ଧମାଳ ରୁ ମନୋଜ କୁମାର ପଣ୍ଡାଙ୍କ ରିପୋର୍ଟ,୨୧/୩/୨୦୨୩----୧୦,୫୫ Sakhigopal News,21/3/2023

    Blog Archive

    Popular Posts