>>
  • ନିଷ୍ଠା ପରିବାର ତରଫ ରୁ ଜାତୀୟ କେନସର ସର୍ଭାଇଭର ଡେ ପାଳିତ
  • >>
  • ଘୁମୁସର ବରିଷ୍ଠ ନାଗରିକ ମଞର ବୈଠକ ଭଞ୍ଜନଗର
  • >>
  • ଶାନ୍ତିସ୍ରୋତ ଭବନରେ ନିଶାମୁକ୍ତ ଦିବସ ପାଳିତ
  • >>
  • ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜର ପ୍ରତିଭା ସମ୍ମlନ 2025 ପାଇଁ ପ୍ରସ୍ତୁତି ବୈଠକ
  • >>
  • ରାଜରାଣୀ' ଏକ୍ସପ୍ରେସ ଟ୍ରେନରୁ ଉଦ୍ଧାର ; ପରିବାର ସଦସ୍ୟଙ୍କୁ ଟଙ୍କାର ପ୍ରଲୋଭନ ଦେଖାଇ ନିରୀହ ବାଳିକାଙ୍କୁ ବିଦେଶ ଚାଲାଣ ଅଭିଯୋଗ
  • >>
  • ଶାରୀରିକ ସୁସ୍ଥତାକୁ ପ୍ରୋତ୍ସାହିତ କରି, ଖୋର୍ଦ୍ଧା ରୋଡ୍ ହାଫ୍ ମାରାଥନ୍ , ଅର୍ଜୁନ ପୁରସ୍କାରପ୍ରାପ୍ତ ଦୂତୀ ଚାନ୍ଦ ହାଫ୍ ମାରାଥନକୁ ପତାକା ଦେଖାଇ ଶୁଭାରମ୍ଭ କଲେ
  • >>
  • ସତ୍ୟବାଦୀ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ୟୁନିଅନ୍ ସଭାପତି ଙ୍କର ସରକାରୀ ସେବା ନିବୃତ୍ତି
  • >>
  • ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
  • >>
  • ଗାଁ କୁ ଫେରିଛି ସୁରଥ ର "ସୂତାକଳ" - ବିଞ୍ଚଣା ଗାଁର ଦୁଇଭାଇଙ୍କ ନିଆରା ପ୍ରୟାସ , ସରକାରଙ୍କ ସହଯୋଗକୁ ଅପେକ୍ଷା
  • >>
  • ବିଧାନସଭା ଷ୍ଟାଣ୍ଡିଂ କମିଟିର ଭଞ୍ଜନଗର ଗସ୍ତ, ଭିତ୍ତିଭୂମି ପରଖିଲେ
  • >>
  • ଘୁମୁସର ଗବେଷଣା ପ୍ରତିଷ୍ଠାନର ପଞ୍ଚମ ବାର୍ଷିକ ସମ୍ମିଳନୀ
  • >>
  • ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତ ପାଇଁ ଯୁବ ଓ ଛାତ୍ର କଂଗେସ ନେତା ଙ୍କୁ ଗିରଫ
  • >>
  • ସାକ୍ଷୀଗୋପାଳ ଠାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ ; କେନ୍ଦ୍ର କୃଷିମନ୍ତ୍ରୀ ‌ ଓ ମୁଖ୍ୟମନ୍ତ୍ରୀ ଉଦଘାଟନ କଲେ
  • ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ


    ବରଗଡ଼--- ବରଗଡ ଜିଲ୍ଲା ଭେଡେନ ବ୍ଲକ ଭେଡେନ ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅମୃତ କୁଟୁମ୍ କୋଶଲ ସେନା, ମାହେଶ୍ଵରୀ ସେନା ଓ ଆନନ୍ଦସେବା ସଦନ ମିଳିତ ଆନୁକୁଲ୍ୟରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ରକ୍ତଦାନ ଶିବିରକୁ ଅମୃତ କୁଟୁମ୍ ର ସଭାପତି ଆନନ୍ଦ ଚନ୍ଦ୍ର ସୁନା ଓ ଉତ୍ପନ୍ନ କୁମାର ଭୋଇ ତତ୍ବାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଡଃ ସୁଧିର ମେହେର ସମ୍ମାନିତ ଅତିଥି ଭାବେ ବରଗଡ ର ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡା, ଭରତ ବେହେରା, ଦିଲୀପ କୁମାର ରଥ, ଅମୃତ କୁଟୁମ୍ ର ଆଜୀବନ ସଦସ୍ୟ ଅଙ୍କୁର ପ୍ରଧାନ ଯୋଗ ଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ।
    ଏହି ରକ୍ତଦାନ ଶିବିର ରେ ୧୧ ଜଣମହିଳା ସମେତ ୫୧ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା। ବୀର ସୁରେନ୍ଦ୍ର ସାଏ ମେଡିକାଲ କଲେଜ ବୁର୍ଲା, ରକ୍ତଭଣ୍ଡାର ର ଦେବାଶିଷ ମିଶ୍ର ଓ ତାଙ୍କର ସହକର୍ମୀ ମାନେ ରକ୍ତ ସଂଗ୍ରହ କରି ଥିଲେ। ଏହି ସମୟରେ ଅମୃତକୁଟୁମ ର ସମସ୍ତ ସଦସ୍ୟ ,ସଦସ୍ୟା ମାନେ ରକ୍ତ ଦାନ ଶିବିର ପରିଚାଳନା ରେ ସହଯୋଗ କରିଥିଲେ। ଶେଷରେ ସଭାପତି ଆନନ୍ଦ ଚନ୍ଦ୍ର ସୁନା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
    ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୨୯/୫/୨୦୨୩ --୮,୪୫ Sakhigopal News,29/5/2023

    Blog Archive

    Popular Posts