>>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • ପାଣି ପଞ୍ଚାୟତ କାର୍ଯ୍ଯାଳୟ ନ ଖୋଲିଲେ ଆନ୍ଦୋଳନ ପନ୍ଥା ଆପଣେଇବ ଚେତାବନୀ ଦେଲା କଂଗ୍ରେସ


     
    ଓଡଙ୍ଗା----  ଓଡ଼ଗାଁ ବ୍ଲକର ଆରଡା ଗ୍ରାମ ପଞ୍ଚାୟତ ଅଧିନ ପେଟାପଲ୍ଲୀ ଛକ ଠାରେ ଥିବା ବୁଢ଼ାବୁଢୀଆଣୀ ଡ୍ୟାମର ପାଣି ପଞ୍ଚାୟତ କାର୍ଯ୍ୟାଳୟ ଆଜକୁ ପ୍ରାୟ ୧୦ ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ବନ୍ଦ ରହିଛି। ନୟାଗଡ ଏବଂ ରଣପୁର ନିର୍ବାଚନ ମଣ୍ଡଳୀର ଏହା ହେଉଛି ମୁଖ୍ଯ ଜଳସେଚନ ର କାର୍ଯ୍ୟାଳୟ। ପ୍ରତି ବର୍ଷ ଲକ୍ଷ ଲକ୍ଷ ଟଙ୍କା ଆସୁଛି ହେଲେ କେବଳ କାଗଜପତ୍ରରେ କାମ ଚାଲୁଛି । ଏବଂ ମିଛ ବିଲ୍ ହୋଇ ସରକାରୀ ଅର୍ଥ ବାଟମାରଣା ହେଉଛି। ଏହି ପାଣି ପଞ୍ଚାୟତ ଅଫିସ୍ ଖୋଲୁନାହିଁ କି ଚାଲୁନାହିଁ। ଏଣୁ ପାଣି ପଞ୍ଚାୟତ କାର୍ଯ୍ୟାଳୟ ଆସନ୍ତା ୧୫ ଦିନ ମଧ୍ୟରେ  ନ ଖୋଲିଲେ ଓଡ଼ଗାଁ ବ୍ଳକ କଂଗ୍ରେସ ରାଜରାସ୍ତାରେ ଆନ୍ଦୋଳନ କରିବ ବୋଲି ବ୍ଳକ କଂଗ୍ରେସ ସଭାପତି ପୂର୍ଣ୍ଣଚନ୍ଦ୍ର ନାୟକ ସୂଚନା ଦେଇଛନ୍ତି।

    ଓଡ଼ଗାଁରୁ ଦିଲ୍ଲୀପ୍ କୁମାର ବିଶୋଇ ଙ୍କ ରିପୋର୍ଟ----୨୩/୫/୨୩----୮,୩୫ Sakhigopal News,23/5/2023

    Blog Archive

    Popular Posts