>>
  • କେବେ ହେବ ସହର ମୁଖ୍ୟ ରାସ୍ତା ସମ୍ପ୍ରସାରଣ , ଦିନକୁ ଦିନ ରାସ୍ତା ହେଉଛି ସଂକୁଚିତ
  • >>
  • ଆଇଆଇଟି ଭୁବନେଶ୍ୱରରେ ଋତୁସ୍ରାବ ସ୍ୱାସ୍ଥ୍ୟ ଏବଂ ପରିଚ୍ଛନ୍ନତା ଉପରେ ସମ୍ମିଳନୀ ଅନୁଷ୍ଠିତ
  • >>
  • ବିନା ଟିକେଟ ଯାତ୍ରୀଙ୍କୁ ଉଚିତ ଶିକ୍ଷା ଦେବା ପାଇଁ ଖୋର୍ଦ୍ଧା ରୋଡ " ଡିଭିଜନ ପକ୍ଷରୁ ଜୋରଦାର ପ୍ରୟାସ ଜାରି
  • >>
  • ଆମରି ସତ୍ୟ ବିକାଶ ପରିଷଦ ପକ୍ଷରୁ "ଆମ ସଂସ୍କୃତିରେ ସାବିତ୍ରୀ ବ୍ରତ’ ଆଲୋଚନା ଚକ୍ର
  • >>
  • ଭଂଜନଗର ପୋଲିସ ଦ୍ବାରା ଚୋରା-ବନ୍ଧୁକ" ଅପରେସନ ସଫଳ; - ୫ ବନ୍ଧୁକ, ୧୫ ଗୁଳି ଜବତ, ୯ ଗିରଫ
  • >>
  • ପୃଥକ ପୃଥକ ଦୁଘର୍ଟଣାରେ ଜଣେ ମୃତ୍ୟୁ ୫ ଆହତ
  • >>
  • ଓଡ଼ିଶାର ଗୌରବ ; ସତ୍ଯବାଦୀ ର କୁନି ପୁଅ ସାଇ ସୋହମ ଅଗଷ୍ଟ ମାସରେ ଯିବେ ଜାପାନ
  • >>
  • ପ୍ରଧାନ ଶିକ୍ଷକ ପ୍ରଶାନ୍ତ ବିଶ୍ବାଳଙ୍କ ପ୍ରତିଭାକୁ ମନେପକାଇଲେ ଛାତ୍ର ଛାତ୍ରୀ ଓ ଶିକ୍ଷକ, ଶିକ୍ଷୟତ୍ରୀ
  • >>
  • ଦୁଇଟି ମଟର ସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁଇ ମୃତ୍ୟୁ
  • >>
  • ସାପ କାମୁଡ଼ାରେ ଜଣେ ମୃତ, ଜଣେ ଗୁରୁତର
  • >>
  • ଆନନ୍ଦ ସଙ୍ଗୀତାୟନ ର ୯୧ ତମ ଭଞ୍ଜ ସଂଗୀତ ଆସର
  • >>
  • ଖୁଣ୍ଟୁଲିପାଲି ଛକ ଠାରେ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ର ପ୍ରକଳ୍ପ ଉଦଘାଟନ
  • >>
  • ବର୍ଷାରେ ବେହାଲ ଜଟଣୀ, ନର୍ଦ୍ଦମା ଜଳରେ ଉବୁଟୁବୁ "ସୀତାରାମ ଛକ ; ସହରର ଡ୍ରେନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଷୁଡିପଡିଛି
  • >>
  • ପୌର ଉପାଧ୍ୟକ୍ଷାଙ୍କୁ ଅଧ୍ୟକ୍ଷଙ୍କ ଅଣଦେଖା ; ପ୍ରତିବାଦରେ ଉପାଧ୍ୟକ୍ଷାଙ୍କ ଧାରଣା : ଧାରଣାର ୪ ଘଣ୍ଟା ପରେ ଧାରଣରୁ ଓହରିଲେ ଉପାଧକ୍ଷା
  • >>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • ଗଦ୍ରିଙ୍ଗିଆ ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ପେଟ୍ରୋଲ ବୋଝେଇ ଗାଡି


    କନ୍ଧମାଳ----  ବାଲିଗୁଡା ଥାନା  ଗଦ୍ରିଙ୍ଗିଆ ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ପେଟ୍ରୋଲ ବୋଝେଇ ଗାଡି । ବାଲିଗୁଡା ରୁ ତୁମୁଡିବନ୍ଧ ଏନ. ଏଚ 59 ଜାତୀୟ ରାଜପଥ ର ଗଦ୍ରିଙ୍ଗିଆ ଘାଟି ରେ ଘଟିଛି ଦୁର୍ଘଟଣା । ତେବେ ମୃତ୍ୟୁ ମୁଖରୁ ଅଳ୍ପକେ ବଞ୍ଚି ଯାଇଛନ୍ତି ଗାଡି ଡ୍ରାଇଭର l ପାରାଦ୍ୱୀପ ରୁ ରାଇଘର ପେଟ୍ରୋଲ ବୋଝେଇ ଗାଡି ଟି ଯାଉଥିବା ବେଳେ ଗଦ୍ରିଙ୍ଗିଆ ନିକଟରେ ଗାଡି ଆଗରେ ଏକ ବାଇକ ଚାଲି ଆସିଥିଲା । ବାଇକ କୁ ବଞ୍ଚେଇବାକୁ ଯାଇ ଗାଡି ଡ୍ରାଇଭର ଉପସ୍ଥିତ ବୁଦ୍ଧି ପ୍ରୟୋଗ କରିଥିଲେ । କିନ୍ତୁ ଏକ ଗାଈ ଉପରେ ପ୍ରୋଟଲ ଗାଡି ଟି ମାଡି ଯିବାରୁ ଘଟଣା ସ୍ଥଳରେ ଗାଈ ର ମୃତ୍ୟୁ ହୋଇଛି l ଦୁର୍ଘଟଣା ପରେ ଗାଡି ଟି ଜାତୀୟ ରାଜପଥ ଉପରେ ଓଲଟିବା ପରେ ଗାଡି ରେ ଥିବା ପେଟ୍ରୋଲ ଲିକ ହୋଇଥିଲା l ଦୁର୍ଘଟଣା ସ୍ଥଳରେ ଲୋକମାନେ ଜାର ଓ ବାଲଟି ଧରି ପେଟ୍ରୋଲ ବୋହି ନେବାର ଚିତ୍ର ସାମ୍ନା କୁ ଆସିଛି l ବାଲିଗୁଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l
    କନ୍ଧମାଳ ରୁ ମନୋଜ କୁମାର ପଣ୍ଡାଙ୍କ ରିପୋର୍ଟ,୭/୬/୨୦୨୩----୮,୪୫ Sakhigopal News,7/6/2023

    Blog Archive

    Popular Posts