>>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • >>
  • ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ମେଗା ରକ୍ତଦାନ ଶିବିର - ୧୦୧ ୟୁନିଟ୍ ରକ୍ତ ସଂଗ୍ରହ
  • >>
  • ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଏକ ଦାବିପତ୍ର
  • >>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • ଟ୍ରକରୁ ବ୍ୟାଟେରୀ ଚୋରି କରି ଜଣେ ଗିରଫ ଅନ୍ୟ ମାନେ ଫେରାର



    ଜଟଣୀ----: ଟ୍ରକରୁ ବ୍ୟାଟେରୀ ଚୋରି କରୁଥିବା ଅଭିଯୋଗରେ ପୁଲିସ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ଅଭିଯୁକ୍ତ ମାନେ ଫେରାର ଅଛନ୍ତି । ଫେରାର ଥିବା ଅଭିଯୁକ୍ତ ମାନଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ କହିଛି। ଜଟଣୀ ଥାନା ଅନ୍ତର୍ଗତ ବଡ଼ତୋଟା ଗ୍ରାମର ଶଙ୍କର୍ଷଣ ମହାପାତ୍ର ପ୍ରତିଦିନ ଭଳି ବେଲପଡା ବାଟ ମହାବୀର ମନ୍ଦିର ନିକଟରେ ଗାଡି ଥୋଇଥାନ୍ତି। ଶୁକ୍ରବାର ରାତିରେ ଉକ୍ତ ଟ୍ରକରୁ କେତେକ ଯୁବକ ବ୍ୟାଟେରୀ ଖୋଲୁଥିବା ସମୟରେ ଟ୍ରକର ମାଲିକ ଶଙ୍କର୍ଷଣ ସେଠାରେ ହଠାତ ପହଞ୍ଚି ଯାଇଥିଲେ। ତେବେ ସେଠାରୁ ଯୁବକମାନେ ତାଙ୍କୁ ଦେଖି ଦୌଡ଼ି ପଳାଇବାକୁ ଚେଷ୍ଟା କରିଥିଲେ। ଶଙ୍କର୍ଷଣ ଏବଂ ସ୍ଥାନୀୟ ଲୋକମାନଙ୍କ ଦ୍ବାରା ଏଥିରେ ଜଣକୁ କାବୁ କରି ପୁଲିସକୁ ହସ୍ତାନ୍ତର କରିଥିଲେ। ଏଥିରେ ସମ୍ପୃକ୍ତ ଅନ୍ୟମାନେ ଖସି ପଳାଇବାରେ ସକ୍ଷମ ହୋଇଥିଲେ।ଏନେଇ ପୁଲିସ ଅଭିଯୁକ୍ତକୁ ଗିରଫ କରି ପଚରାଉଚରା ପରେ ଏଥିରେ ସମ୍ପୃକ୍ତ ଅନ୍ୟ ସହଯୋଗୀଙ୍କ ନାମ ପ୍ରକାଶ କରିଥିଲା ବେଳେ ନିଜେ ଏଥିରେ ସମ୍ପୃକ୍ତ ଥିବା ପୁଲିସ ନିକଟରେ ସ୍ୱୀକାର କରିଥିଲା। ଏନେଇ ପୁଲିସ ଜଟଣୀ ଥାନାରେ ୨୬୧/୨୩ରେ ମାମଲା ରୁଜୁ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଉଛି ବଡ଼ତୋଟା ହାଇସ୍କୁଲ ନିକଟରେ ରହୁଥିବା କାଳୁ ଓରଫ ଅର୍ଜୁନ ମହାପାତ୍ର(୨୬) । ପୁଲିସ ତା ନିକଟରୁ ଏକ ବ୍ୟାଟେରୀ ଜବତ କରିଥିବା ଜଟଣୀ ଥାନା ଅଧିକାରୀ ସୌମ୍ୟକାନ୍ତ ବଳିୟାରସିଂହ କହିଛନ୍ତି। ଜଟଣୀରୁ ରଙ୍ଗନାଥ ବେହେରାଙ୍କ ରିପୋର୍ଟ,୧୫/୭/୨୦୨୩----୯,୪୫ Sakhigopal News,15/7/2023

    Blog Archive

    Popular Posts