Breaking News

ଫେବୃଆରୀ ୨୦ରୁ ମାଟ୍ରିକ ପରୀକ୍ଷା


ସାକ୍ଷୀଗୋପାଳ ----- ଫେବୃଆରୀ ୨୦ରୁ ମାଟ୍ରିକ ପରୀକ୍ଷାହେବ ।ମାଟ୍ରିକ ପରୀକ୍ଷା ନେଇ ତାରିଖ ଘୋଷଣା କଲା ବୋର୍ଡ । ଫେବ୍ରୁଆରୀ ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ସାକ୍ଷୀଗୋପାଳ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୨୭/୭/୨୦୨୩---୮,୧୦ Sakhigopal News,27/7/2023

Blog Archive

Popular Posts