>>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • >>
  • ଭିର୍ନ୍ନକ୍ଷମ ସୁନିତାଙ୍କ ବିବାହରେ ସାହାର୍ଯ୍ୟର ହାତ ବଢ଼େଇଲା ବିପଦର ବନ୍ଧୁ ଓଡିଶା
  • >>
  • ମୁଖ୍ୟ ରାସ୍ତାରୁ ତାଡି ବିକୁଥିଲେ ମୋରମ |ଟ୍ରାକ୍ଟର ଓ ଜେସିବି ସହ ୨ ଥାନା ରେ ଅଟକ
  • >>
  • ଅତିରିକ୍ତ ତହସିଲଦାର ଓ ଦଲାଲ ଙ୍କ ମଧୁଚନ୍ଦ୍ରିକାରେ ବେଆଇନ ପଟ୍ଟା କରବାର ; ଜନ ଅସନ୍ତୋଷ ବୃଦ୍ଧି
  • >>
  • ସତ୍ଯବାଦୀରେ ତିନି ସେନାଙ୍କ ବୀରତ୍ୱକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ରା
  • >>
  • ତିନି ସେନାର ବୀରତ୍ୱ ପରାକ୍ରମକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ର
  • >>
  • ଜଟଣୀରେ ସେନା ବାହିନୀ ଉଦ୍ଦେଶ୍ୟରେ ତୀରଙ୍ଗା ଶୋଭାଯାତ୍ରା
  • >>
  • ଗୁରୁଦେବ ଶ୍ରୀ ଶ୍ରୀ ରବି ଶଙ୍କରଙ୍କ ଜନ୍ମ ଦିନରେ ରକ୍ତ ଦାନ ଶିବିର
  • >>
  • ଶେଷ ହେଲା "ମା ଭଗବତୀ "ଙ୍କ ନବାଦୀନାତ୍ମକ ଯାତ୍ରା
  • ଭିଜିଲାନ୍ସ ଜାଲରେ ଗଣିଆ ଅତିରିକ୍ତ ତହସିଲଦାର, ଲାଞ୍ଚନେବା ବେଳେ ଧରାପଡ଼ିଛନ୍ତି




    ନୟାଗଡ : -  ନୟାଗଡ଼ ଜିଲ୍ଲା ଗଣିଆ ତହସିଲ୍ ରେ କାର୍ଯ୍ୟରତ ଅତିରିକ୍ତ ତହସିଲଦାର ବନମାଳୀ ପରିଡ଼ା ଲାଞ୍ଚନେବା ଅଭିଯୋଗ ରେ ଧରାପଡିଛନ୍ତି । ଗଣିଆ ତହସିଲ୍ କଲୋନୀ ରୁ ଉଠାଇ ଆଣିଛି ଭିଜିଲାନ୍ସ । ଗୋଟିଏ ବାଲି ଗାଡ଼ିକୁ ଛାଡ଼ିବା ପାଇଁ ୧୩ ହଜାର ଟଙ୍କା ତୁଟିଥିବାବେଳେ, ୧୦ ହଜାର ଟଙ୍କା ନେଇଥିବାବେଳେ , ୩ ହଜାର ଟଙ୍କା ବାକି ରହିଥିଲା । ଆଜି ବାକି ୩ ହଜାର ଟଙ୍କା ନେଉଥିବା ସମୟରେ ନୟାଗଡ଼ ଓ ଭୁବନେଶ୍ବର ଭିଜିଲାନ୍ସ ମିଳିତ ସହଯୋଗରେ ଅତିରିକ୍ତ ତହସିଲଦାର ବନମାଳି ପରିଡାଙ୍କୁ ଉଠାଇ ଆଣି ତଦନ୍ତ ଜାରି ରଖିଛି।
    ନୟାଗଡ଼ ରୁ ନିରଞ୍ଜନ ଦାସଙ୍କ ରିପୋର୍ଟ,୨୯/୭/୨୦୨୩----୯,୪୫ Sakhigopal News,29/7/2023

    Blog Archive

    Popular Posts