>>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • ଝିଅକୁ ଅସଦାଚରଣ କରିବାରୁ ଯୁବକଙ୍କୁ ପିଟି ପିଟି ହତ୍ୟା



    କନ୍ଧମାଳ---: କନ୍ଧମାଳ ଜିଲ୍ଲା ରାଇକିଆ ଥାନା ମାଣିକେଶ୍ଵର ପଞ୍ଚାୟତ ଶିକବାଡି ଗାଁ ରେ ନୃଶସଂକାଣ୍ଡ ଘଟିଛି। ନାବାଳିକା ଝିଅକୁ ଅସଦାଚରଣ  ଯୋଗୁ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଥାନା ରେ ଅଭିଯୋଗ ହୋଇଛି । ଅସଦାଚରଣ  ଯୋଗୁଁ  ଝିଅର ପିତା ଓ ଦାଦା ଅଭିଯୁକ୍ତଙ୍କୁ ପିଟି ପିଟି ମାରି ଦେଇଥିବା ସୂଚନା ମିଳିଛି l  
    ରାଇକିଆ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଠିକା କାମ ରେ ନିୟୋଜିତ ଜଣେ ଅପରେଟର ଅସଦାଚରଣ କରିଥିବା ନେଇ ନାବାଳିକା ଜଣକ ପରିବାର ଲୋକଙ୍କୁ ଜଣେଇଥିଲେ । ଏହି ଖବର ଜାଣିବା ପରେ ନାବାଳିକାଙ୍କ ବାପା ଏବଂ ଦାଦା ମିଶି ଉକ୍ତ ଯୁବକଙ୍କୁ ପିଟିପିଟି ମାରି ଦେଇଥିଲେ l  ମୃତକ ହେଲେ  ଝାଡଖଣ୍ଡ ସିମଡେଗା ଅଞ୍ଚଳର ନିରୁପଲ ମେହେତ(୪୦)। ସିକବାଡ଼ି ଠାରୁ ନଣ୍ଡାବାଲି ପ୍ରଧାନମନ୍ତ୍ରୀ ରାସ୍ତା କାର୍ଯ୍ୟରେ ଠିକା ସଂସ୍ଥାର ମିକ୍ସଚର ମେସିନ ଅପରେଟର ଭାବେ କାମ କରୁଥିଲେ। ଠିକା ସଂସ୍ଥା ତରଫରୁ ଥାନାରେ ଅଭିଯୋଗ ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରିଛି । ହତ୍ୟା ଅଭିଯୋଗରେ ୨ ଆକ୍ରମଣକାରୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି। କନ୍ଧମାଳ ରୁ ମନୋଜ କୁମାର ପଣ୍ଡାଙ୍କ ରିପୋର୍ଟ,୩୦/୭/୨୦୨୩---୮,୩୫ Sakhigopal News,30/7/2023

    Blog Archive

    Popular Posts