Breaking News

>>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • ୧୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ



    ଭଞ୍ଜନଗର----- - ସ୍ଥାନୀୟ ଅବକାରୀ ଥାନା ପକ୍ଷରୁ ବେଲଗୁଣ୍ଠା ଛକରେ  ଅଚାନକ ଚଢ଼ାଉ କରି  ୧୦ କେଜି ଗଞ୍ଜେଇ ଜବତ କରାଯିବା ସହ  ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଅବକାରୀ ଥାନା ଇନ୍ସପେକ୍ଟର ଅଂଶୁମାନ ଜେନାଙ୍କ ସୂଚନା ପ୍ରକାରେ ବୁଗୁଡ଼ା ବ୍ଳକ ଅନ୍ତର୍ଗତ ବିଷ୍ଣୁ ଚକ୍ର ଗାଁ ର ଅଜିତ୍ କୁମାର ପଟ୍ଟନାୟକ (୨୬) ସୋମବାର ସନ୍ଧ୍ୟାରେ ବେଲଗୁଣ୍ଠା ଛକ ରେ ଏକ ବସ୍ତାରେ ୧୦ କେଜି ଗଞ୍ଜେଇ ଧରି ବସ୍ କୁ ଅପେକ୍ଷା କରିଥିଲା । କୌଣସି ସୂତ୍ରରୁ ଖବର  ପାଇ ତୁରନ୍ତ ସେଠାରେ ଚଢଉ କରାଯାଇ ୧୦ କେଜି ଗଞ୍ଜେଇ ଜବତ   କରାଯିବା ସହ ଏଥିରେ ସଂପୃକ୍ତ ଅଭିଯୁକ୍ତ ଅଜିତ ଙ୍କୁ ଗିରଫ କରାଯାଇଥିଲା। ମଙ୍ଗଳବାର ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଥାନା ଅଧିକାରୀ ଶ୍ରୀ ଜେନା ସୂଚନା ଦେଇଛନ୍ତି।
         ଏହି ଅବକାରୀ ଚଢ଼ାଉ ରେ ଅବକାରୀ ଏସଆଇ ଅଲିଭା ମାଝୀ, ଏଏସଆଇ ନିରଞ୍ଜନ ବେହେରା ଓ ଭୁବନି ବେହେରା ସହ ସନାତନ ନାହାକ,ସୁବଳ ପ୍ରଧାନ, ଜଗନ୍ନାଥ ମହାପାତ୍ର, କୃଷ୍ଣ ଚନ୍ଦ୍ର ସେଠୀ, ସ୍ୱାଧୀନ ସାହୁ ପ୍ରମୁଖ ସାମିଲ ଥିଲେ । ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୨୯/୮/୨୦୨୩-----୯,୫୫ , Sakhigopal News,29/8/2023

    Blog Archive

    Popular Posts