Breaking News

>>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • ବଡକୋଦଣ୍ଡା ଉଚ୍ଚ ବିଦ୍ୟାଳୟ ରେ ଜାତୀୟ କ୍ରୀଡା ଦିବସ ପାଳନ


    :
    ଭଞ୍ଜନଗର--- ଜବାହର ନୋଡାଲ ଉଚ୍ଚ ବିଦ୍ୟାଳୟ, ବଡକୋଦଣ୍ଡା ଠାରେ ଜାତୀୟ କ୍ରୀଡା ଦିବସ ପ୍ରଧାନଶିକ୍ଷକ ସନ୍ତୋଷ ଜେନାଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଅତିଥିଭାବେ ଅବସରପ୍ରାପ୍ତ କ୍ରୀଡାଶିକ୍ଷକ ପି. ଆନନ୍ଦ ରାଓ, ମୋଚିରାମ ରଣସିଂହ, ସୁବାସ ଚନ୍ଦ୍ର ଗୌଡ଼ ଯୋଗଦେଇ କ୍ରୀଡା ଦିବସର ତାପର୍ଯ୍ଯା ଓ ଧ୍ୟାନଚlନ୍ଦ ଙ୍କ ଜୀବନୀ ସହ ତାଙ୍କ ଜନ୍ମଦିନକୁ ସର୍ବ ଭାରତୀୟ ସ୍ତରରେ ଆନ୍ତର୍ଯ୍ୟାତିୟ କ୍ରୀଡ଼ାଦିବସ ଭାବେ ପାଳନ କରାଯାଉଥିବା କହିଥିଲେ l କ୍ରୀଡାରେ ଶାରୀରିକ, ମାନସିକ ବିକାଶ ସହ ସମାଜରେ ତାର ମୂଲ୍ୟ ବୋଧ ଉପରେ ବକ୍ତବ୍ୟ ରଖିଥିଲେ l ଅନ୍ୟମାନଙ୍କ ମଧ୍ୟରେ ଶରତ ଚନ୍ଦ୍ର ବେହେରା, ସନାତନ ନାୟକ, ପ୍ରବୀଣ କୁମାର ଖାଡ଼ଙ୍ଗା, ଆଶୁତୋଷ  ସ୍ୱାଇଁ, ଶରତ ଚନ୍ଦ୍ର ଶତପଥି, ବିଭୁତି ଭୂଷଣ ପ୍ରଧାନ, ଗଣେଶ ଚନ୍ଦ୍ର ପଣ୍ଡା ପ୍ରମୁଖ ନିଜ ନିଜ ବକ୍ତବ୍ୟ ରଖିଥିଲେ l ଶେଷରେ ଶିକ୍ଷକ ମନୋରଞ୍ଜନ ପଣ୍ଡା ଧନ୍ୟବାଦ ପ୍ରଦାନ କରିଥିଲେ l କାର୍ଯ୍ୟକ୍ରମ ରେ ଜଗନ୍ନାଥ ପ୍ରସାଦ , ଭଞ୍ଜନଗର, ବେଲଗୁଣ୍ଠା ଓ ସୋରଡ଼ା ବ୍ଲକ ର ବହୁ କ୍ରୀଡା ଶିକ୍ଷକ ଯୋଗଦେଇଥିଲେ l ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୨୯/୮/୨୦୨୩----୯,୨୦ Sakhigopal News,29/8/2023

    Blog Archive

    Popular Posts