>>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • ୮୭ଗ୍ରାମ ହିରୋଇନ୍ ଜବତ, ଜଣେ ଗିରଫ


    ପୁରୀ --- ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶ କ୍ରମେ ପୁରୀ ଜିଲ୍ଲା ସଦର ରେଞ୍ଜର ନିରୀକ୍ଷକା ଶ୍ରୀମତୀ ମାନସୀ ସାହୁଙ୍କ ନେତୃତ୍ୱରେ ଏକ ଟିମ ଗଠନ କରାଯାଇଛି । ପିପିଲି ଥାନା ଅଧୀନରେ ଥିବା ତାରା ମଣ୍ଡପ ଅଂଚଳରେ ଚଢ଼ାଉକରାଯାଇଥିଲା । ଆସାମୀ ଜଗନ୍ନାଥ ସେଠୀ , ଗ୍ରାମ - ନୁଆହାଟ, ପୋଷ୍ଟ_ଯୋପନ, ଥାନା- ବଳଙ୍ଗା । ତାଙ୍କୁ ଗିରଫ କରି ତାଙ୍କ ଠାରୁ ୮୭ଗ୍ରାମ ହିରୋଇନ୍ ଜବତ କରିଥିଲା ଅବକାରୀ ପୋଲିସ। ଏବଂ ଜିଲ୍ଲା ସଦର ରେଞ୍ଜ କେସ ନଂ -୫୬/୨୩-୨୪ରୁଜୁ କରି କୋର୍ଟ ଚାଲାଣ କରାଯାଇଥିଲା । ଜାମିନ ନାମଞ୍ଜୁର ହେବାରୁ ପୁରୀ କାରଗାରକୁ ପଠାଯାଇଥିବା  ଜଣାପଡିଛି। ଜବତ ହିରୋଇନ୍ ର ମୂଲ୍ୟ ପ୍ରାୟ ୮,୭୦,୦୦୦/-ଟଙ୍କାରୁ ଉର୍ଦ୍ଧ ହେବ ।ଏହି ଚଢ଼ାଉରେ ଅବକାରୀ ଉପନିରିକ୍ଷକ ଶ୍ରୀ ରଙ୍କନିଧି ମଲ୍ଲିକ, ଏ ଏସ ଇ  ସନ୍ତୋଷ ନାୟକ, ପୁନଚନ୍ଦ୍ର ନାୟକ ଏବଂ କର୍ମଚାରୀ  ପ୍ରବୀଣ ବିରାଜ କୀରୋ, , ଫିରୋଜ ମହାନଦୀଆ, ସଞ୍ଜୀବ ହସ୍ତି,ଯ୍ୟୋଟିଶ୍ମିତା ଆଶିଷ ପ୍ରଧାନ ମପ୍ରମୁଖ  ସାମିଲ ଥିଲେ। ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୧୬/୮/୨୦୨୩----୯,୩୫ Sakhigopal News,16/8/2023

    Blog Archive

    Popular Posts