>>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • >>
  • ସତ୍ୟବାଦୀର ସାରଙ୍ଗାଯୋଡ଼ି ରେ କୁକୁଡ଼ା ମଡକ ; ହତାସ ଚାଷୀ କୁଳ
  • >>
  • ଶିଶୁମାନେ ହିଁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ
  • >>
  • ସତ୍ୟବାଦୀ ରେ ପୁଣି ଲଜ୍ୟା, ନାବାଳିକା ଙ୍କୁ ଦୁର୍ଗମ ଅଭିଯୋଗ
  • >>
  • ସତ୍ୟବାଦୀ ରେ ନିଶାକୁ ନା କାର୍ଯ୍ୟକ୍ରମ ଅନୁଷ୍ଠିତ
  • >>
  • ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ସମ୍ବନ୍ଧୀୟ ସଚେତନତା କର୍ମଶାଳା
  • >>
  • ଆଭ୍ୟନ୍ତରୀଣ ଅଭିଯୋଗ କମିଟିତରଫରୁ ଯୌନ ଉପୂୀଡନ ସମ୍ପର୍କିତ ଏକ ସଚେତନତା କର୍ମଶାଳା
  • >>
  • ଆଇନଜୀବୀ ଉପେନ୍ଦ୍ର ବିଶ୍ଵାଳଙ୍କ ପିତୃ ବିୟୋଗ
  • >>
  • ବଳଙ୍ଗା ଥାନା ଘଟଣା, ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ; ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି କଲା କଂଗ୍ରେସ
  • >>
  • ଗ୍ୟାଲେରୀ କଲେଜ ରେ ଯୌନ ନିର୍ଯାତନା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ସହିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
  • >>
  • କଣାସ ଅଞ୍ଚଳରୁ ୩ମାସ ହେଲା ଝାଡାବାନ୍ତି ପିଛାଛାାଡୁନି; ଆଜି ୧୦ ଆକ୍ରାନ୍ତ
  • >>
  • ଅଗ୍ନିକାଣ୍ଡଘଟି ୨ବଖରା ଘର ଜଳିଗଲା
  • >>
  • ହରଷପଡା କେଶବ ହତ୍ୟାକାଣ୍ଡର ୨ଆସାମୀ ଗିରିଫ କୋର୍ଟଚାଲଣ
  • >>
  • ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ୍ୟୁ
  • କବି ଗଙ୍ଗାଧର ମେହେରଙ୍କ ୧୬୨ତମ ଜନ୍ମ ଜୟନ୍ତୀ ପାଳିତ


    ବରଗଡ଼ --- ବରଗଡ ଜିଲ୍ଲା ଝିଲିମିଣ୍ଡା ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ଠାରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୨ତମ ଜନ୍ମ ଜୟନ୍ତୀ  ପାଳିତ ହୋଇଯାଇଛି। ଏହି ସଭାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶିଶିର କୁମାର ଭୋଇ ସଭାପତିତ୍ବ କରିଥିଲେ। ସଭାରେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଧର୍ମରାଜ ପ୍ରଧାନ ସଂଯୋଜନା କରିଥିଲେ।  ମୁଖ୍ୟ ଅତିଥି ଭାବେ ବରଗଡର ଓକିଲ ଅଚ୍ୟୁତାନନ୍ଦ ମହାପାତ୍ର ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡଃ ରଘୁନାଥ ମେହେର ଓ ସମ୍ମାନୀତ ଅତିଥି ଭାବେ ବୀରସୁରେନ୍ଦ୍ର ସାଏ ମେଡିକାଲ କଲେଜ ବୁର୍ଲା ର ୟୁରୋଲୋଜୀ ବିଭାଗର ମୁଖ୍ୟ ଡଃ ସଞ୍ଜୟ କୁମାର ମହାପାତ୍ର, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଶୋକ କୁମାର ପଶାୟତ, ପରିଚାଳନା କମିଟି ର ସଭାପତି ହରେକୃଷ୍ଣ ପ୍ରଧାନ ଯୋଗ ଦେଇ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।  ଶିକ୍ଷକ ଦୟାନିଧି ନାୟକ, ଶିକ୍ଷୟତ୍ରୀ ସ୍ନେହଲତା ପାତ୍ର, ନିରଞ୍ଜନ ପ୍ରଧାନ, ରୋହିତ କୁମାର ଭୋଇ ସଭାକାର୍ଯ୍ୟ ପରିଚାଳନା ରେ ସହଯୋଗ କରିଥିଲେ। ପରିଶେଷ

     ଶିକ୍ଷକ ଶିବାଜୀ ବିଶି ଧନ୍ୟବାଦ ଅର୍ପଣ କରିଥିଲେ। ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୩୧/୮/୨୦୨୩---୯,୫୫ Sakhigopal News,31/8/2023

    Blog Archive

    Popular Posts