>>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • ସିଂହନାଥଦେଵ ବିଦ୍ୟାପୀଠ ରେ ପୋଷାକ ବିତରଣ ଉସ୍ତବ ଅନୁଷ୍ଠିତ


    ବାଙ୍କୀ:-କଟକ ଜିଲ୍ଲା ବାଙ୍କୀ ଡମପଡା ବ୍ଲକ ଗୋପାଳପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଶ୍ରୀ ସିଂହନାଥଦେବ ବିଦ୍ୟାପୀଠ ପାଟପୁର ରେ ମୁଖ୍ୟମନ୍ତ୍ରୀ ପରିଧାନ ଯୋଜନାରେ ନବମ ଓ ଦଶମ ଶ୍ରେଣୀର ୧୧୩ ଜଣ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବିତରଣ କରାଯାଇଛି। 
    ପ୍ରଧାନଶିକ୍ଷକ ଶ୍ରୀ ଚନ୍ଦ୍ରଶେଖର ମହାପାତ୍ରଙ୍କ ସଭାପତିତ୍ବରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଉକ୍ତ ଉତ୍ସବରେ ଡମପଡ଼ା ବ୍ଲକ୍ ର ଗୋପାଳପୁର ଗ୍ରାମପଞ୍ଚାୟତର  ସରପଞ୍ଚ ଶ୍ରୀମତୀ ଅବନ୍ତୀ ବେହେରା ମୁଖ୍ୟ ଅତିଥି ଓ ସମିତି ସଭ୍ୟ ଶ୍ରୀ ଦିବାକର ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏସ୍  ଏସ୍ ଜି ର ଏମ୍ ବି କେ ଶ୍ରୀମତୀ କୈକେୟୀ ସାହୁ ଅତିଥି  ଭାବେ ଯୋଗ ଦେଇଥିଲେ। ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀ ଗୁଣନିଧି ମହାନ୍ତି  ଯୋଗଦେଇ ସରକାର ଙ୍କ ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିଥିଲେ। ବିଦ୍ୟାଳୟର ଶିକ୍ଷକ ଶ୍ରୀ ପ୍ରଫୁଲ୍ଲ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ, ଏସ୍ ଏସ୍ ଜି ର ସଦସ୍ୟା ମାନେ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। ବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀମାନେ କାର୍ଯ୍ଯକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।  ଶିକ୍ଷକ ଶ୍ରୀ ପଞ୍ଚାନନ ସ୍ଵାଇଁ ଧନ୍ୟବାଦ ଅର୍ପଣ କରିଥିଲେ।
    କଟକରୁ ମୃତ୍ୟୁଞ୍ଜୟ ପ୍ରଧାନଙ୍କ ରିପୋର୍ଟ,  ୧୭/୯/୨୦୨୩----୮,୫୫ Sakhigopal News,17/9/2023

    Blog Archive

    Popular Posts