>>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • ବାଲିଗୁଡା ରେ ଗଣେଶ ପୂଜା ପାଳିତ


     କନ୍ଧମାଳ ----  ବାଲିଗୁଡା ରେ ଗଣେଶ ପୂଜା ଧୂମଧାମ ରେ ପାଳିତ ହୋଇଯାଇଛି |ବାଲିଗୁଡା ସମେତ ଆଖପାଖ  ଅଞ୍ଚଳ ରେ ବିଘ୍ନ ବିନାଶନ ଗଣେଶ ଙ୍କ ପୂଜା ଆନନ୍ଦ ଉଲ୍ଲାସ ସହ ପାଳିତ ହୋଇଛି |  ବାଲିଗୁଡା ରେ ବନବିଭାଗ, ଆଦିବାସୀ ମହାବିଦ୍ୟାଳୟ, ସରସ୍ବତୀ ଶିଶୁ ମନ୍ଦିର, ଶିକ୍ଷା ନିକେତନ, ପାଟଖଣ୍ଡା ବିଦ୍ୟାପୀଠ, ସରକାରୀ ଉଚ ବିଦ୍ୟାଳୟ, ଆଦର୍ଶ ବିଦ୍ୟାଳୟ ସମେତ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷା ପ୍ରତିଷ୍ଠାନ ରେ ଧୁମ ଧାମ ରେ ଗଣେଶ ପୂଜା ପାଳିତ ହୋଇଛି | ସେହିପରି ବାଲିଗୁଡା ସହର ରେ ବଜାର ପୂଜା କମିଟି, ଫ୍ରେଣ୍ଡସ କ୍ଲବ, ଜକିସାହି, ବନ୍ଧସାହି ସମେତ ସାହି ଗୁଡିକ ରେ ଆକର୍ଷଣୀୟ ତୋରଣ ଓ ଆଲୋକ ମାଳା ରେ ପୂଜା ମଣ୍ଡପ ସଜିତ ହୋଇଛି |ସନ୍ଧ୍ୟା ରେ ପୂଜା ମଣ୍ଡପ ଗୁଡିକ ରେ ଶ୍ରଦ୍ଧାଳୁ ମାନଙ୍କର ଗହଳି ପରିଲକ୍ଷିତ ହୋଇଥିଲା | କନ୍ଧମାଳ ରୁ ମନୋଜ କୁମାର ପଣ୍ଡାଙ୍କ ରିପୋର୍ଟ,୧୯/୯/୨୦୨୩----୮,୧୦ Sakhigopal News,19/9/2023

    Blog Archive

    Popular Posts