>>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • କୁସୁପଙ୍ଗି ବିଦ୍ୟାଳୟ ରେ ପୋଷାକ ବିତରଣ ଉତ୍ସଵ

     

    କଟକ-   କୁସୁପଙ୍ଗି ଉଚ୍ଚ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସଵ ଅନୁଷ୍ଠିତ ହୋଇ ଯାଇଛି | ଏହି ଉପଲକ୍ଷେ ପ୍ରଧାନ ଶିକ୍ଷକ ଶ୍ରୀ କାହ୍ନୁଚରଣ ସ୍ୱାଇଁ ଙ୍କ ଅଧକ୍ଷତା ରେ ଏକ ସଭାର ଆୟୋଜନ କରାଯାଇଥିଲା | ଏଥିରେ ମୁଖ୍ୟ ଅତିଥି ରୂପେ ଜିଲ୍ଲାପରିଷଦ ସଭ୍ୟ ଶ୍ରୀ ଆଶିଷ କୁମାର ସାହୁ  ଯୋଗ ଦେଇଥିଲେ | ମଣ୍ଡଳ ଶିକ୍ଷାଧିକାରୀ ଶ୍ରୀ ନରେନ୍ଦ୍ର କୁମାର ବେହେରା ଏବଂ କୁସୁପଙ୍ଗି ଗ୍ରାମପଞ୍ଚାୟତ ର ସରପଞ୍ଚ ଶ୍ରୀ ନରେଶ ଚନ୍ଦ୍ର ବେଉରା ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଥିଲେ |  ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନା ମାଧ୍ୟମରେ ବିଦ୍ୟାଳୟ ର ନବମ ଓ ଦଶମ ଶ୍ରେଣୀରେ ଅଧୟନ ରତ ୧୧୯ ଜଣ ଛାତ୍ର ଛାତ୍ରୀ ଙ୍କୁ ଏହି ପୋଷାକ ଯୋଗାଇ ଦିଆଯାଇଛି |  ଶିକ୍ଷକ ବିଶ୍ଵମୋହନ କର ଓ ଶ୍ରୀ ସୋମନାଥ ପରିଜା ସଭା ପରିଚାଳନା କରିଥିଲେ |
     କଟକରୁ ମୃତ୍ୟୁଞ୍ଜୟ ପ୍ରଧାନଙ୍କ ରିପୋର୍ଟ,୧୪/୯/୨୦୨୩-----୯,୧୦ Sakhigopal News,14/9/2023

    Blog Archive

    Popular Posts