>>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • ଲରମ୍ଭା ମହାବିଦ୍ୟାଳୟ ର ଜାତୀୟ ସେବା ଯୋଜନାରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ



    ବରଗଡ଼ ----- ବରଗଡ ଜିଲ୍ଲା ଲରମ୍ଭା ମହାବିଦ୍ୟାଳୟ ଓ ଲରମ୍ଭା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ମିଳିତ ଆନୁକୂଲ୍ଯରେ ଜାତୀୟ ସେବା ଯୋଜନା ର ସ୍ବଚ୍ଛତା ହିଁ ସେବାର ଶ୍ରମଦାନ ଅନୁଷ୍ଠିତ ହୋଇଯାଇଛି । ଲରମ୍ଭା ସ୍ବାସ୍ଥ୍ଯ କେନ୍ଦ୍ର ଓ ମହାବିଦ୍ୟାଳୟ ପରିସରରେ ସ୍ଵଚ୍ଛତା ଓ ସଫେଇ କରାଯାଇଥିଲା । ଏଥିରେ ମହାବିଦ୍ୟାଳୟ ର ଏନ.ସି.ସି. ନାଭଲା ୟୁନିଟ ଅଧିକାରୀ ସରୋଜ କୁମାର ନାୟକଙ୍କ ତତ୍ତ୍ବାବଧାନରେ  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏନ.ସି.ସି ଆର୍ମି ୟୁନିଟ  ଅଧିକାରୀ ଲେପଟାଣ୍ଟ ପାଟମଂଜରୀ ସାହୁ ଓ ଏନ.ଏସ.ଏସ  କୋ -ୟୁନିଟର ଅଧିକାରୀ ଡଃ ଅଜିତ କୁମାର ନାଥ , ସଂଘମିତ୍ରା ମହାକୁର , ଗଣେଶ ସିଂ ସହ ସ୍ବାସ୍ଥ୍ଯ କେନ୍ଦ୍ର ର ଡାଃ ସୁଶ୍ରୀ ସମ୍ପର୍ଣ୍ଣା  ରଥ ଡାଃ ତ୍ରିଲୋଚନ ବରାଳ ସହ ସମସ୍ତ ଅଧିକାରୀ ,ଆଶାଦିଦି ଏହି କାର୍ଯ୍ୟକ୍ରମରେ  ସାମିଲ ଥିଲେ। କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ର ପ୍ରାଧ୍ୟାପକ ଡଃ ଦିଗମ୍ବର ଚାନ୍ଦ,ଜନପ୍ରତିନିଧି ଶ୍ୟାମସୁନ୍ଦର ରଣା  ପ୍ରମୁଖ ଓ ଛାତ୍ରଛାତ୍ରୀ ମାନେ ସହଯୋଗ କରିଥିଲେ।
    ବରଗଡ଼ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୧/୧୦/୨୦୨୩----୬,୧୦ Sakhigopal News,1/10/2023

    Blog Archive

    Popular Posts