>>
  • ଭାଗବତରେ ସମାଜ ଶିକ୍ଷା : ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ମାଫିଆଙ୍କ ଲୋଲୁପ ଦୃଷ୍ଟିରୁ ବର୍ତ୍ତୀ ପାରୁନାହିଁ ସରକାରି ଜମି ; ସାମାଜିକ ଅନୁଷ୍ଠାନର ଜମି ଜବରଦଖଲ ଅଭିଯୋଗ
  • >>
  • ବାଳିକା ସଚେତନତା ଶିବିର ଅନୁଷ୍ଠିତ
  • >>
  • ଜଟଣୀରେ ଜଳ ଯୋଗାଣ ବିପର୍ଯ୍ୟସ୍ଥ ; ବର୍ଷା ଦିନେ ଆସୁଛି ଗୋଳିଆ ପାଣି
  • >>
  • ୭୯ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
  • >>
  • ସାକ୍ଷୀଗୋପାଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ, ୨୫୩ ପ୍ରକଳ୍ପ ରୁ ୫୪ଟି ପ୍ରକଳ୍ପ ସଙ୍କୁଳସ୍ତରକୁ ମନୋନୀତ
  • >>
  • ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇଲେ ୨୦ ମାସର ଶିଶୁକନ୍ୟା 'ଶ୍ରେୟାଶିଂ'
  • >>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • >>
  • ଦଲାଲଙ୍କ କବଜାରେ "ତହସିଲ'କାର୍ଯ୍ୟାଳୟ; ତହସିଲ କାର୍ଯ୍ୟାଳୟରର ଲୁଚି ରହୁ ନାହିଁ ଗୋପନୀୟ ତଥ୍ୟ
  • >>
  • ସାକ୍ଷୀଗୋପାଳ - ଅଳଗୁମ ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ସର୍ଭେ କାମ ଶେଷ
  • ୟୁ ବି ହାଇସ୍କୁଲ ଏନ୍ ସି ସି ଆର୍ମୀ ଜୁନିଅର ଚାମ୍ପିଅନ




    ଭଞ୍ଜନଗର :  ଚଳିତ ବର୍ଷ ଖୁବ୍ ଜାକଜମକରେ ସ୍ଥାନୀୟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମ୍ ଭଞ୍ଜନଗର ଠାରେ ଅନୁଷ୍ଠିତ ହୋଇଯାଇଛି ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ  । ଏହି ଉତ୍ସବରେ ଭଞ୍ଜନଗର ଉପଜିଲ୍ଲାପାଳ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଉପଖଣ୍ଡ ସ୍ତରୀୟ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ। ଉକ୍ତ ପ୍ୟାରେଡ଼ରେ ୟୁ ବି ହାଇସ୍କୁଲ ଆର୍ମୀ,ନାଭାଲ୍ , ଏୟାର୍ ଓ୍ବିଙ୍ଗ , ଉପେନ୍ଦ୍ର ଭଞ୍ଜ ସ୍କାଉଟ୍ , ଭଂଜନଗର କଲେଜ୍ ଆର୍ମୀ, ନାଭାଲ୍ ସମେତ ମୋଟ ୨୦ ଟି ଦଳ ଯୋଗଦେଇ ଥିଲେ। ପ୍ୟାରେଡ୍ ପରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ଙ୍କୁ ଅତିଥି ଗଣ ପୁରସ୍କୃତ କରିଥିଲେ। ପରିଶେଷରେ ପ୍ୟାରେଡ୍ ର ପୁରସ୍କାର ବଣ୍ଟନ କରାଯାଇଥିଲା । ଏଥିରେ କଲେଜ୍ ଆର୍ମୀ,ନାଭାଲ୍ ସିନିଅର ଡିଭିଜନର ପୁରସ୍କାର ଜିତିଥିଲେ। ଜୁନିଅର ଚାମ୍ପିଅନ ହୋଇଥିଲେ ୟୁ. ବି. ହାଇସ୍କୁଲ ଏନ୍ ସି ସି ଆର୍ମୀ ଓ୍ବିଙ୍ଗ୍ , ନାଭାଲ୍ ଟ୍ରୁପ୍ ରନର୍ ହୋଇଥିଲେ ଏବଂ ଉପେନ୍ଦ୍ର ଭଞ୍ଜ ସ୍କାଉଟ୍ ଟ୍ରୁପ୍ ସ୍କାଉଟ୍ ରନର୍ ଭାବରେ ପୁରସ୍କୃତ ହୋଇଛନ୍ତି । ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୨୭/୧/୨୦୨୪---୮,୨୫ Sakhigopal News,27/1/2024

    Blog Archive

    Popular Posts