Breaking News

>>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • ନୂତନ ଥାନା ଅଧିକାରୀଙ୍କ ଦାୟିତ୍ବ ଗ୍ରହଣ



    ଭଞ୍ଜନଗର-- ଭଞ୍ଜନଗର ତାରାସିଂ ଥାନାରେ ନୂତନ ଥାନାଧିକାରୀ ଭାବେ ବିଜୟ କୁମାର ସ୍ବାଇଁ ଯୋଗ ଦେଇଛନ୍ତି।ପୂର୍ବରୁ ଶ୍ରୀ ସ୍ବାଇଁ ଅନୁଗୁଳ ଜିଲ୍ଲାରୁ ଆସି ଛତ୍ରପୁର ଜିଲ୍ଲା ହେଡକ୍ବାଟରରେ ଯୋଗଦେଇଥିଲେ। ଏହାପରେ କିଛିଦିନ ପାଇଁ କବିସୂର୍ଯ୍ୟନଗର ଥାନାରେ ଆଡିସିନାଲ ଥାନାଧିକାରୀ ଭାବେ କାର୍ଯ୍ୟରତ ଥିଲେ। ତାରାସିଂ ଅଞ୍ଚଳରେ ଆଗାମି ଦିନରେ ଟ୍ରାଫିକ ସମସ୍ୟା ଓ ସାଧାରଣ ନିର୍ବାଚନ ସମୟରେ କିପରି ଶାନ୍ତି ଶୃଙ୍ଖଳା ବଜାୟ ରହିବ ତା ଉପରେ ଗୁରୁତ୍ବ ଦେବାକୁ ନୂତନ ଥାନା ଅଧିକାରୀ ଶ୍ରୀ ସ୍ବାଇଁ କହିଛନ୍ତି। ପୂର୍ବରୁ ତାରାସିଂ ଥାନାରେ ଗତ କିଛି ମାସ ହେବ ଥାନାଧିକାରୀ ଭାବେ ଅଶ୍ବନି କୁମାର ଭିତ୍ରୀଆ କାର୍ଯ୍ୟତୁଲାଇଥିବା ବେଳେ ତାଙ୍କୁ ପୁଣି କବିସୂର୍ଯ୍ୟନଗର ଥାନାକୁ ଆଡିସିନାଲ ଥାନାଧିକାରୀ ଭାବେ ବଦଳି କରାଯାଇଛି। ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୨୭/୨/୨୦୨୪ ----୧୦,୨୦  Sakhigopal News 27/2/2024

    Blog Archive

    Popular Posts