>>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • ଆମ୍ବ ତୋଟା ରୁ ଯୁବକଙ୍କ ଝୁଲନ୍ତା ଶବ ଉଦ୍ଧାର



    ଭଞ୍ଜନଗର - ଏହି ଥାନା ଅନ୍ତର୍ଗତ ଚିଦାନନ୍ଦ କୃଷ୍ଠାଶ୍ରମ ନିକଟ ଏକ ଆମ୍ବ ତୋଟା ରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରିଛି ଭଞ୍ଜନଗର ପୋଲିସ। ମିଳିଥିବା ସୂଚନା ପ୍ରକାରେ ଗାଙ୍ଗପୁର ଥାନା ଅନ୍ତର୍ଗତ ବୋରୀ ଗ୍ରାମର ସ୍ବର୍ଗତ ପାଣୁ ଗୌଡ ଙ୍କ ପୁଅ ପ୍ରହଲ୍ଲାଦ ଗୌଡ (୩୨) ନିଜ ଶଶୁର ଘର ଭଞ୍ଜନଗର ଥାନା ଅନ୍ତର୍ଗତ ଲଣ୍ଡେଇସାହି ରେ ଥିବା ନିଜ ଶଶୁର ଘର କୁ ଆସିଥିଲେ। ପୂର୍ବରୁ ଗତ ୧୫ ଦିନ ତଳେ ତାଙ୍କର ପିତା ପାଣୁ ଗୌଡ ଙ୍କ ମୃତ୍ୟୁ ଘଟିଥିଲା। ଆଉ ଏବେ କିଛି ବର୍ଷ ଧରି ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ମନମାଳିନ୍ୟ ଘଟିଥିବା ଯୋଗୁଁ ପତ୍ନୀ ନିଜ ବାପଘରେ ରହି ଆସୁଛନ୍ତି। ଏଣୁ ପତ୍ନୀ କୁ ନିଜ ଘରକୁ ନେବାକୁ ଆସି ଏଥିରେ ବିଫଳ ହେବା ପରେ ହୁଏତ ମାନସିକ ଭାରସାମ୍ୟ ହରାଇ ପ୍ରହଲ୍ଲାଦ ଏଭଳି ଆତ୍ମହତ୍ୟା ଭଳି ପନ୍ଥା ଆପଣେଇ ଥାଇ ପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି। ପୋଲିସ ଶବ କୁ ଜବତ କରିବା ସହ ୧୧/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ କୁ ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟରେ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଥାନା ଅଧିକାରୀ କୁମର ମୁଦୁଲି ସୂଚନା ଦେଇଛନ୍ତି। ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୩/୩/୨୦୨୪---୮,୪୫ Sakhigopal News,3/3/2024

    Blog Archive

    Popular Posts