>>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • >>
  • ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ମେଗା ରକ୍ତଦାନ ଶିବିର - ୧୦୧ ୟୁନିଟ୍ ରକ୍ତ ସଂଗ୍ରହ
  • >>
  • ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଏକ ଦାବିପତ୍ର
  • >>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • ଭେଡେନ ବ୍ଲକ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଖୁଣ୍ଟୁଲିପାଲି ଠାରେ ବିଶ୍ଵ କଣ୍ଢେଇ ଦିବସ ପାଳିତ


     ବରଗଡ଼ ---ବରଗଡ ଜିଲ୍ଲା ଭେଡେନ ବ୍ଲକ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଖୁଣ୍ଟୁଲିପାଲି ଠାରେ ଶିଶୁ ବାଟିକା ବିଭାଗରେ ବିଶ୍ଵ କଣ୍ଢେଇ ଦିବସ ପାଳିତ ହୋଇଯାଇଛି । ଏହି ଦିବସରେ ପ୍ରତ୍ୟେକ ଶିଶୁ ଗୋଟିଏ ଗୋଟିଏ କଣ୍ଢେଇ ଧରି ବିଦ୍ୟାଳୟକୁ ଆସିଥିଲେ । ବିଦ୍ୟାଳୟରେ ଏହି କଣ୍ଢେଇ ପ୍ରଦର୍ଶନୀ କରାଯାଇଥିଲା ।ଶିଶୁ ବାଟିକା ବିଭାଗର  ଅଭିଭାବିକା ଗାୟତ୍ରୀ ବେହେରା ଦୀପ ପ୍ରଜ୍ବଳନ କରି ବିଦ୍ୟାଳୟର ଶୁଭ କାମନା କରିଥିଲେ ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଭୋଜରାଜ ଦୁଆନ କଣ୍ଢେଇ ଦିବସ ବିଷୟରେ ଆଲୋକପାତ କରିଥିଲେ।ବିଦ୍ୟାଳୟର ଶିଶୁ ବାଟିକା ପ୍ରମୁଖ ପଦ୍ମିନୀ ଭୁଏ ଗୁରୁମା ଧନ୍ୟବାଦ ଅର୍ପଣ କରିଥିଲେ ।
    ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ , ୨୨/୩/୨୦୨୪----୮,୪୫ Sakhigopal News,22/3/2024

    Blog Archive

    Popular Posts