>>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • ପୁଅ ର ଅନ୍ନପ୍ରାଶନ ଅବସରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ


    ବରଗଡ଼ ---
    ବରଗଡ଼ ଜିଲ୍ଲା ବିଜେପୁର ସ୍ଥିତ ଖରମୁଣ୍ଡା ଶିବ ମନ୍ଦିର ଠାରେ ଖରମୁଣ୍ଡା ସରପଞ୍ଚ ମନୋଜ ପଧାନ ଙ୍କ ର ପୁତ୍ର ଅଂଶିତ ର ଶୁଭ ଅନ୍ନପ୍ରାଶନ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନିଷ୍ଠା ପରିବାର ର ସହଭାଗିତାରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବରେ ବରଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ଯୋଗ ଦେଇ ଶିବିରକୁ ଉଦଘାଟନ କରିଥିଲେ।ଏହି ଶିବିର ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ ୨୦ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।  ଶିବିର କୁ ପଧାନ ପରିବାରର ରଶ୍ମିତା ମେହେର ଓ ନିଷ୍ଠା ପରିବାର ର ଉପଦେଷ୍ଟା ଅଶ୍ୱିନୀ ତ୍ରିପାଠୀ,ଉପ ସଭାପତି ଜୟନ୍ତ ପ୍ରଧାନ, ସହ ସମ୍ପାଦକ ସଙ୍କେତ ଆଠଘରା, ମାନସ ମେହେର, ରାଜେଶ ପ୍ରଧାନ, ଲିଙ୍ଗରାଜ ସାହୁ ପ୍ରମୁଖ ପରିଚାଳନା କରିଥିଲେ।ଗ୍ରୀଷ୍ମ ମାସ ରେ ସମସ୍ତ ରକ୍ତ ଭଣ୍ଡାର ମାନଙ୍କ ରେ ରକ୍ତ ର ଘୋର ଅଭାବ ଥିବା ବେଳେ ଏହି ରକ୍ତ ଅନେକ ରୋଗୀ ଙ୍କୁ ନୂଆ ଜୀବନ ଦେବ। ରକ୍ତ ଦାନ ଶିବିର ଆୟୋଜନ ପାଇଁ ନିଷ୍ଠା ପରିବାର ତରଫ ରୁ ଅଂଶିତ ର ବାପା ମା ଙ୍କୁ ଏକ ସ୍ମୃତି ଫଳକ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।ସମସ୍ତ ରକ୍ତ ଦାତା ତଥା ଶୁଭେଛୁ ସହଯୋଗୀ ଓ ପଧାନ ପରିବାର କୁ ନିଷ୍ଠା ପରିବାର ପକ୍ଷରୁ ଉପଦେଷ୍ଟା ତଥା ପ୍ରତିଷ୍ଠାତା ସଦସ୍ୟ ଅଶ୍ଵିନୀ କୁମାର ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।
    ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ, ୨୨/୩/୨୦୨୪----୮,୫୫ Sakhigopal News,22/3/2024

    Blog Archive

    Popular Posts