Breaking News

>>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • ଆନନ୍ଦପୁର ଗ୍ରାମରେ ଅଷ୍ଟପ୍ରହରୀ ଓ ନାମଯଜ୍ଞ ଅନୁଷ୍ଠିତ



    ସାକ୍ଷୀଗୋପାଳ----- ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ବଳପୁର ଗ୍ରାମ ପଞ୍ଚାୟତର ଆନନ୍ଦପୁର ଗ୍ରାମରେ କାହିଁ କେଉଁକାଳରୁ ଅଷ୍ଟପ୍ରହରୀ ଓ ନାମଯଜ୍ଞ ଅନୁଷ୍ଠିତ ହୋଇଆସୁଛି । ଗ୍ରାମ ଦେବତୀଙ୍କ ପୂଜାରୀ ଗଣେଶ ଦାସଙ୍କ ତତ୍ୱବଧାନରେ ଆଠଜଣ ପାଖ ଭାର୍ଗବୀ ନଦୀରୁ କଳସ ବୁଡାଇ ନାମସଂକୀର୍ତ୍ତନ ସ୍ଥଳରେ ଘଟ ସ୍ଥାପନ କରାଯାଇଥିଲା । ତିନିଦିନ ଧରି ଅନୁଷ୍ଠିତ ଉତ୍ସବରେ ଉଦଯାପିତ ହୋଇଯାଇଛି । ଏହି ଅବସରରେ ଗ୍ରାମରେ ତିନିଦିନ ଧରି ଆମିଷ ନିଷେଧ କରାଯିବା ସହ ସମସ୍ତ ଘର ଆଗରେ କଳସ ଓ ଦୀପ ପ୍ରଜ୍ୱଳନ କରାଯାଇଥିଲା । ଏହି ଅବସରରେ ଉଗ୍ରତାରା, ତାରେଣୀ, ରାଧାକୃଷ୍ଣ, ହାଣ୍ଡୁଳେଇ, ଭଗବତ ବାସୁଦେବ କୁଞ୍ଜରେ ବସି ପୂଜା ପାଇବା ସହ ନାମସଂକୀର୍ତ୍ତନ ଆରମ୍ଭ କରାଯାଇଥିଲା । କୁସୁମେଶ୍ୱର, ବରଦାମାଳ, ବନମାଳୀପୁର, ଘୁଷୁରିଖାଳ, ବାଲିପୋଖରୀ, ବଳପୁର, ବିଦ୍ୟାଧରପୁରକଳାପାହଡ ଗ୍ରାମର ସଂକୀର୍ତ୍ତନ ଦଳ ନାମସଂକୀର୍ତ୍ତନ କରିଥିଲେ । ସଂଧ୍ୟାରେ ଗ୍ରାମବାସୀ ଶ୍ରଦ୍ଧାଳୁ ମାନେ ପ୍ରସାଦ ସେବନ କରିଥିଲେ ।

    ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୧୩/୩/୨୦୨୪---୭,୨୫   Sakhigopal News, 13/3/2024

    Blog Archive

    Popular Posts