>>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • କ୍ଷେତମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠ ରେ ବାର୍ଷିକ ଉତ୍ସବ ପାଳନ



    ଭଞ୍ଜନଗର--
    ତୁଳସୀ ପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠରେ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ  ତଥା  ସାହିତ୍ୟିକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡା ସଭାପତିତ୍ବ କରିଥିଲେ ।   କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ର ପୂର୍ବତନ ଅଧ୍ୟକ୍ଷା ଡକ୍ଟର ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।  ପ୍ରାକ୍ତନ ଅଧ୍ୟକ୍ଷ ତଥା ବିଶିଷ୍ଟ ସାହିତ୍ୟିକ ଡକ୍ଟର ମଧୁସୂଦନ ମହାପାତ୍ର ମୁଖ୍ୟବକ୍ତା ଭାବେ ଏବଂ ସମ୍ମାନୀତ ଅତିଥି ଭାବେ  ବିଦ୍ୟାଳୟ ର ପୂର୍ବତନ ଛାତ୍ର ତଥା ଭାରତର ସେନାବାହିନୀରେ ଅଫିସର  ପ୍ରବୀଣ କୁମାର ବିଶ୍ବାଳ, ଶିବରାମ ପାଢ଼ୀ,ସି.ଆର୍.ସି.ସି ଅନୁପମା ସାହୁ, ଅଶ୍ଵିନୀ କୁମାର ମଲ୍ଲିକ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ର ପରିଚାଳନା କରିଥିଲେ ବିଦ୍ୟାଳୟ ର ସହକାରୀ ଶିକ୍ଷୟିତ୍ରୀ ତେଜସ୍ମିତା ଶତପଥୀ। ବିଭିନ୍ନ ପ୍ରତିଯୋଗିତାରେ ପାରଦର୍ଶିତା ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରା ଯାଇଥିଲା। ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ ଛାତ୍ରଛାତ୍ରୀ ମାନଙ୍କୁ ବହୁ ମୂଲ୍ୟବାନ ଉପଦେଶ ପ୍ରଦାନ କରିଥିଲେ।


    ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୨୨/୩/୨୦୨୪---୭,୪୦ Sakhigopal News,22/3/2024

    Blog Archive

    Popular Posts