>>
  • ଡେଲାଙ୍ଗରେ ବ୍ରଜପାତରେ ଯୁବକର ମୃତ୍ୟୁ
  • >>
  • ଜବାହର ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ
  • >>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • >>
  • ସାତ ରଙ୍ଗ ଓ ସାତଟି ଗଳ୍ପର ଚଳଚିତ୍ର ଇନ୍ଦ୍ରଧନୁ
  • >>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • >>
  • ସତ୍ୟବାଦୀର ସାରଙ୍ଗାଯୋଡ଼ି ରେ କୁକୁଡ଼ା ମଡକ ; ହତାସ ଚାଷୀ କୁଳ
  • >>
  • ଶିଶୁମାନେ ହିଁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ
  • >>
  • ସତ୍ୟବାଦୀ ରେ ପୁଣି ଲଜ୍ୟା, ନାବାଳିକା ଙ୍କୁ ଦୁର୍ଗମ ଅଭିଯୋଗ
  • >>
  • ସତ୍ୟବାଦୀ ରେ ନିଶାକୁ ନା କାର୍ଯ୍ୟକ୍ରମ ଅନୁଷ୍ଠିତ
  • >>
  • ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ସମ୍ବନ୍ଧୀୟ ସଚେତନତା କର୍ମଶାଳା
  • >>
  • ଆଭ୍ୟନ୍ତରୀଣ ଅଭିଯୋଗ କମିଟିତରଫରୁ ଯୌନ ଉପୂୀଡନ ସମ୍ପର୍କିତ ଏକ ସଚେତନତା କର୍ମଶାଳା
  • >>
  • ଆଇନଜୀବୀ ଉପେନ୍ଦ୍ର ବିଶ୍ଵାଳଙ୍କ ପିତୃ ବିୟୋଗ
  • >>
  • ବଳଙ୍ଗା ଥାନା ଘଟଣା, ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ; ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି କଲା କଂଗ୍ରେସ
  • >>
  • ଗ୍ୟାଲେରୀ କଲେଜ ରେ ଯୌନ ନିର୍ଯାତନା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ସହିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
  • ନବମ ବାର୍ଷିକ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ


      ସାକ୍ଷୀଗୋପାଳ,----ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ଗଡବଳରାମପୁର ପଞ୍ଚାୟତର ବୁଢାକେରା ଗ୍ରାମ ଖେଳ ପଡିଆରେ ଆମ ଦେଶର ଅବସରପ୍ରାପ୍ତ ବୀର ଯବାନଙ୍କ ସମ୍ମାନାର୍ଥେ ନବମ ବାର୍ଷିକ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ଓ ବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଏହି ଟୁର୍ଣ୍ଣାମେଣ୍ଟରେ ୮ଟି ଦଳ ଅଂଶଗ୍ରହଣ କରିଥିଲେ।ସେମାନଙ୍କ ମଧ୍ୟରେ ବାଗଲପୁର ଓ ତରକଣା ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି ।ବାଗଲପୁର ଦଳ ୧୭-୨୫,୧୬-୨୫,୨୦-୨୫ ସେଟରେ ଜିତି ଚମ୍ପିୟାନ ଆଖ୍ୟା ଅର୍ଜନ କରିଥିଲେ।ଖେଳ ପରିଚାଳନା କରିଥିଲେ ଭବାନୀଶଙ୍କର ଜେନା ଓ ରମେଶ ଚନ୍ଦ୍ର ଦଳାଇ। ସେହିପରି ୧୦ଟି ସ୍କୁଲର  ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠିତ ପୁରସ୍କାର ବିବରଣୀ ଉତ୍ସବରେ ମୂଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ବୀର ଯବାନ ଅଭିମନ୍ୟୁ ଦଳାଇ, ପ୍ରତାପ ପାତ୍ର, ଧିରେନ୍ଦ୍ର କୁମାର ଜେନା,ପ୍ରଭାସ ଚନ୍ଦ୍ର ମାନସିଂ,ସୁଗୁନ ଖାନ,ଗଙ୍ଗାଧର ତ୍ରିପାଠୀ, ପ୍ରଶାନ୍ତ କୁମାର ମହାନ୍ତି ଓ ଯୁବନେତା ସିଦ୍ଧାନ୍ତ ରାଉତରାୟ ଏବଂ ସତ୍ୟବାଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡ.ସୁବାଶିସ ଦାଶ ଯୋଗଦେଇ ପୁରଷ୍କାର ବିତରଣ କରିଥିଲେ।ବୁଢାକେରା ଗ୍ରାମବାସୀ,ଡ.ଅଭୟ ମିଶ୍ର ସ୍ମାରକୀ କ୍ଳବର ସଦସ୍ୟ ଏବଂ ବୀର ଯବାନ ଦୀପକ ପ୍ରଧାନଙ୍କ ସହଯୋଗରେ କାର୍ଯ୍ୟ ସମ୍ପନ୍ନ ହୋଇଥିଲା। ସେହିପରି ୧୯ ତାରିଖରେ  କେତକୀପାଟଣା ପଞ୍ଚାୟତର ପଦ୍ମପୁର ଉ:ପ୍ରା ବିଦ୍ୟାଳୟ ଠାରେ ଅନୁଷ୍ଠାନ ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜନ କରାଯିବ ବୋଲି ଜଣାପଡିଛି। ସାକ୍ଷୀଗୋପାଳ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୧୩/୩/୨୦୨୪----୮,୪୫ Sakhigopal News,13/3/2024

    Blog Archive

    Popular Posts