>>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • ୩୦ରେ ପ୍ରାର୍ଥୀପତ୍ର ଦାଖଲ କରିବେ କଂଗ୍ରେସରବିଧାନସଭା ପ୍ରାର୍ଥୀ ମନୋଜ ରଥ

     

    ସାକ୍ଷୀଗୋପାଳ---ସୁଚନାଯୋଗ୍ୟ ଯେ ୩୦ ତାରିଖ ଦିନ ମନୋଜ ରଥ ସାକ୍ଷୀଗୋପାଳ ମନ୍ଦିର ନିକଟରୁ ଦଳୀୟ କର୍ମୀ ମାନଙ୍କ ଗହଣରେ ଏକମଟର ସାଇକେଲ ଶୋଭାଯାତ୍ରା କରି ନିଜର ପ୍ରାର୍ଥୀପତ୍ର ଦାଖଲ କରିବେ ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ । ଏଥିରେ ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ଦଳର ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କ ସହିତ ସତ୍ୟବାଦୀ ବ୍ଳକର ପୂର୍ବତନ ବ୍ଳକ ଅଧ୍ୟକ୍ଷ ଜୟନ୍ତ କୁମାର ହୋତା  ସତ୍ୟବାଦୀ ବକ୍ଳ କଂଗ୍ରେସ ସଭାପତି ସୁବାଷ ମହାପାତ୍ର,ଯୁବ କଂଗ୍ରେସ ସଭାପତି ଲିପ୍ତିରଞ୍ଜନ ପ୍ରଧାନ, ଜିଲ୍ଲା ସମ୍ପାଦକ ଲୋକନାଥ ନାୟକ, ସାଧାରଣ ସମ୍ପାଦକ ପ୍ରସାଦ ନାୟକ, ବିଶ୍ୱଜିତି ହୋତା ଓ ରାଜୀବ କୁମାର ହୋତାଙ୍କ ସହିତ  ବହୁ କର୍ମୀ ଯୋଗ ଦେବେ ବୋଲି ମନୋଜ ରଥଙ୍କ ଠାରୁ ସୁଚନା ମିଳିଛି । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୫/୪/୨୦୨୪----୭,୨୫    Sakhigopal News--25/4/2024

    Blog Archive

    Popular Posts