ସେବା ପାଇଁ ଜନ କଲ୍ୟାଣ ସେବା ଟ୍ରଷ୍ଟ ସମ୍ମାନିତ
ବରଗଡ଼ ---- ବରଗଡ଼ ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟ ସାମାଜିକ କାର୍ଯ୍ୟକ୍ରମ ପାଇଁ ପପଙ୍ଗା ପାହାଡ଼ ମହୋତ୍ସବ ଅନୁଷ୍ଠାନ ପକ୍ଷରୁ ସେବା କାର୍ଯ୍ୟ ପାଇଁ ସମ୍ମାନିତ କରାଯାଇଛି। ଆତାବିରା ବିଧାୟିକା ତଥା ମହୋତ୍ସବ ର ଅଧ୍ୟକ୍ଷା ଶ୍ରୀମତୀ ସ୍ନେହାଗିଂନୀ ଛୁରିଆ ମାନପତ୍ର ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏହି ସମ୍ମାନ କୁ ଜନ କଲ୍ୟାଣ ସେବା ଟ୍ରଷ୍ଟ ର ସଭାପତି ମୁକୁନ୍ଦ ଦାଶ ପୁରସ୍କାର ଗ୍ରହଣ କରିଥିଲେ । ଏହି ଅବସରରେ ସେବା ପାଇଁ ଅନେକ ସାମାଜିକ ଅନୁଷ୍ଠାନ ମାନଙ୍କୁ ସମ୍ମାନ କରାଯାଇଥିଲା । ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୨୯/୪/୨୦୨୪----୮,୧୦ Sakhigopal News,29/4/2024