>>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • >>
  • ଭିର୍ନ୍ନକ୍ଷମ ସୁନିତାଙ୍କ ବିବାହରେ ସାହାର୍ଯ୍ୟର ହାତ ବଢ଼େଇଲା ବିପଦର ବନ୍ଧୁ ଓଡିଶା
  • >>
  • ମୁଖ୍ୟ ରାସ୍ତାରୁ ତାଡି ବିକୁଥିଲେ ମୋରମ |ଟ୍ରାକ୍ଟର ଓ ଜେସିବି ସହ ୨ ଥାନା ରେ ଅଟକ
  • >>
  • ଅତିରିକ୍ତ ତହସିଲଦାର ଓ ଦଲାଲ ଙ୍କ ମଧୁଚନ୍ଦ୍ରିକାରେ ବେଆଇନ ପଟ୍ଟା କରବାର ; ଜନ ଅସନ୍ତୋଷ ବୃଦ୍ଧି
  • >>
  • ସତ୍ଯବାଦୀରେ ତିନି ସେନାଙ୍କ ବୀରତ୍ୱକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ରା
  • >>
  • ତିନି ସେନାର ବୀରତ୍ୱ ପରାକ୍ରମକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ର
  • >>
  • ଜଟଣୀରେ ସେନା ବାହିନୀ ଉଦ୍ଦେଶ୍ୟରେ ତୀରଙ୍ଗା ଶୋଭାଯାତ୍ରା
  • >>
  • ଗୁରୁଦେବ ଶ୍ରୀ ଶ୍ରୀ ରବି ଶଙ୍କରଙ୍କ ଜନ୍ମ ଦିନରେ ରକ୍ତ ଦାନ ଶିବିର
  • >>
  • ଶେଷ ହେଲା "ମା ଭଗବତୀ "ଙ୍କ ନବାଦୀନାତ୍ମକ ଯାତ୍ରା



  • ଜଟଣୀ -- ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜଟଣୀ ନିର୍ବାଚନର ୧୨ ନଂ ୱାର୍ଡରେ ବିଜେପି ସ୍ଥାନୀୟ କର୍ମୀଙ୍କ ଦ୍ୱାରା ଏକ ବିଶାଳ ପଦଯାତ୍ରା ଅନୁଷ୍ଠିତ ହୋଇ ଯାଇଛି l    ଉକ୍ତ ପଦଯାତ୍ରାରେ ବିଜେପି ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ଓ ଜଟଣୀ ନିର୍ବାଚନ ମଣ୍ଡଳୀ ବିଜେପି ବିଧାୟକ ପ୍ରାର୍ଥୀ ଶ୍ରୀ ବିଶ୍ୱରଂଜନ ବଡ଼ଜେନା  ଯୋଗଦେଇଥିଲେ । ଉପସ୍ଥିତ ଜନସାଧାରଣଙ୍କୁ ସେମାନଙ୍କର ମୌଳିକ ସମସ୍ୟା ଦୁରକରିବାରେ ବିଫଳ ବିଜେଡ଼ି ସରକାର କୁ ହଟାଇ  ନରେନ୍ଦ୍ର ମୋଦୀଙ୍କ ବିକଶିତ ଭାରତ ଗଢ଼ିବା ସହିତ ଓଡ଼ିଶାରେ ଡବଲ ଇଂଜିନ ଗଢିବାକୁ ହେଲେ ବିଜେପି କୁ ପଦ୍ମଫୁଲ ଚିହ୍ନ ରେ ଭୋଟ ଦେବା ପାଇଁ ନିବେଦନ କରିଥିଲେ l ବିଜେପି ସରକାରଙ୍କ ଜନହିତକାରୀ ଯୋଜନା ବିଷୟରେ ଜନସାଧାରଣଙ୍କୁ ବାର୍ତ୍ତାଦେବା ଉଦ୍ଦେଶ୍ୟରେ ଏହି ପଦଯାତ୍ରା କରାଯାଇଥିଲା l ଏହି ପଦଯାତ୍ରା ବହୁ ଦଳୀୟ କାର୍ଯ୍ୟକର୍ତ୍ତା ସହ ଅନେକ  ମହିଳା ମାନେ ସାମିଲ ହୋଇଥିବାର ଦେଖାଯାଇଥିଲା ।
    ଜଟଣୀରୁ ରଙ୍ଗନାଥ ବେହେରାଙ୍କ ରିପୋର୍ଟ,୨୭/୪/୨୦୨୪----୧୨,୧୦ Sakhigopal News,27/4/2024

    Blog Archive

    Popular Posts