>>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • >>
  • କଣାସରେ କଲବଲ କରୁଛି ହଇଜା ; କମିବାର ନାଁ ଧରୁ ନାହିଁ
  • >>
  • କରମଳାରେ ବନ ମହୋତ୍ସବ ପାଳିତ
  • >>
  • ଦାରୁଦେବତା ପୁସ୍ତକ ଉନ୍ମୋଚିତ;ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାରର ଆବଶ୍ୟକତା ରହିଛି -ଆଇଜି ହିମାଂଶୁ ଲାଲ କହିଲେ
  • >>
  • ସାଇ ଗୁରୁକୁଳ ଆବାସିକ ବିଦ୍ୟାଳୟ ଠାରେ ରୋଟି ମେସିନ୍ ସ୍ଥାପନ
  • >>
  • ୟୁବି ହାଇସ୍କୁଲରେ ଏନ୍ ସିସି ପକ୍ଷରୁ ବନ ମହୋତ୍ସବ ପାଳିତ
  • >>
  • ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇଟି ସ୍ଥାନରେ ଆକ୍ରମଣ, ଦୁଇ ଆହତ, ଦୁଇ ଗିରଫ
  • >>
  • ବାହାଡାପଦର ନୋଡାଲ ହାଇସ୍କୁଲ ଓ ରୋଟାରୀ କ୍ଳବ ତରଫରୁ ବନମହୋତ୍ସବ
  • >>
  • ଓଡ଼ିଆ ବିଶ୍ୱବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ ଅନୁଷ୍ଠିତ
  • >>
  • ସାକ୍ଷୀଗୋପାଳ ରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଙ୍କୁ ସ୍ବାଗତ
  • ବାଲୁଙ୍କେଶ୍ୱର ଦେବଙ୍କ ପୀଠରେ ୧୩ତମ ବାର୍ଷିକ ରୁଦ୍ର ମହାଯଜ୍ଞ

     

    ସାକ୍ଷୀଗୋପାଳ,----- ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ବ୍ରାହ୍ମଣପଡା ଗ୍ରାମରେ ପୂଜିତ ଶ୍ରୀ ଶ୍ରୀ ବାଲୁଙ୍କେଶ୍ୱର ଦେବଙ୍କ ପୀଠରେ ୧୩ ତମ ବାର୍ଷିକ ରୁଦ୍ର ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପୁଣ୍ୟତୋୟା ଭାର୍ଗବୀ ନଦୀରୁ ଗ୍ରାମର ଯୁବକ ମହିଳା ମାନେ କଳସ ବୁଡାଇ ଯଜ୍ଞମଣ୍ଡପକୁ ଆଣିଥିଲେ । ବିଜୟ ମହାପାତ୍ର , ଦିବ୍ୟଜ୍ୟୋତି ମହାପାତ୍ର, ଚନ୍ଦନ ତ୍ରିପାଠୀ ଓ ପିତବାସ ମିଶ୍ରଙ୍କ ଦ୍ୱାରା ଯଜ୍ଞ କାର୍ଯ୍ୟ କରାଯାଇଥିଲା ।  

     ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୧/୫/୨୦୨୪---୫,୨୫ 

      Sakhigopal News,21/5/2024

    Blog Archive

    Popular Posts