>>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • ହୃଦଘାତରେ ବଳରାମପୁରଗଡ ସମବାୟ ସମିତିର ସମ୍ପାଦକଙ୍କ ମୃତ୍ୟୁ



    ସାକ୍ଷୀଗୋପାଳ---- ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ବଳରାମପୁରଗଡ ସମବାୟ ସମିତିର ସମ୍ପାଦକ ସୁରେଶ ଚନ୍ଦ୍ର ମହାପାତ୍ର ( ୫୪)ବର୍ଷରେ ହୃଦଘାତରେ ଅକାଳ ମୃତ୍ୟୁ ହୋଇଯାଇଛି । ଏହି ଖବର ପାଇବା ପରେ ସମବାୟ ବିଭାଗ ପକ୍ଷରୁ ସମ୍ମଳିତ ପୁରୀ ନିମାପଡାକେନ୍ଦ୍ର ସମବାୟ ବ୍ୟାଙ୍କ ସତ୍ୟବାଦୀ ଠାରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଶାସନିକ ଅଧିକାରୀ ତଥା ସି ଇ ଓ କମଳ କୁମାର ଆଚାର୍ଯ୍ୟ ସଭାପତିତ୍ୱରେ ଶୋକସଭାସହିତ ନୀରବ ପ୍ରାର୍ଥିନା କରାଯାଇଥିଲା । ସ୍ୱର୍ଗତ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରଭୁ ଜଗନ୍ନାଥଙ୍କ ପାଖରେ ପ୍ରାର୍ଥନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶାଖା ପରିଚାଳକ ଭରତ ସେନାପତିଙ୍କ ସହିତ ସମ୍ପାଦକ ବିଜୟ କୁମାର ରଥ, ପ୍ରକାଶ ଚନ୍ଦ୍ର ମିଶ୍ର, ସରୋଜ କୁମାର ସ୍ୱାଇଁ, ବ୍ରଜବଂଧୁ ସାହୁ, ଦୀନବଧଂ ରାଉତ ଓ ପ୍ରଦୀପ କୁମାର ମିଶ୍ରଙ୍‌କ ସହିତ ବ୍ୟାଙ୍କର କର୍ମଚାରୀ ମାନେ ପ୍ରମୁଖ ଉପସ୍ଥିତ ରହିଥିଲେ ।    ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୦/୫/୨୦୨୪---୫,୧୦    Sakhigopal News, 20/5/2024

    Blog Archive

    Popular Posts