>>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • >>
  • ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ମେଗା ରକ୍ତଦାନ ଶିବିର - ୧୦୧ ୟୁନିଟ୍ ରକ୍ତ ସଂଗ୍ରହ
  • >>
  • ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଏକ ଦାବିପତ୍ର
  • >>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରରେ ପିଏମକିଷାନର ସତରତମ କିସ୍ତିର ଶୁଭାରମ୍ଭ ସଭା


     ସାକ୍ଷୀଗୋପାଳ,---- ସାକ୍ଷୀଗୋପାଳ ବ୍ଳକ ଛକ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରପୁରୀଙ୍କ ଦ୍ୱାରା ଆୟୋଜିତ ପିଏମ କିଷାନର ୧୭ତମ କିସ୍ତି ମାନ୍ୟବର ପ୍ରଧାନମନ୍ତ୍ରୀ ବାରଣାସିରେ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭାଷଣ ଓ କାର୍ଯ୍ୟକ୍ରମ ଦେଖିବା ପାଇଁ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଭିଡିଓ ମାଧ୍ୟମରେ ଜାଷୀ ମାନଙ୍କ ପାଇଁ ଏକ ସଭାର ଆୟୋଜନ କରାଯାଇଥିଲା । ଅନୁଷ୍ଠିତ ସଭାରେ ପୁରୀ ଲୋକସଭା ସାଂସଦ ଡା ସମ୍ବିତ ପାତ୍ର ଓ ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର ଯୋଗଦେଇ ପ୍ରଧାନମନ୍ତ୍ରୀ ଚାଷୀ ମାନଙ୍କର ଉନ୍ନତି ଓଆର୍ଥିକ ବୃଦ୍ଧି ପାଇଁ ବିଭିନ୍ନ ଯୋଜନା କରିଛନ୍ତି । ସେଥି ମଧ୍ୟରୁ ଅଦ୍ୟତମ ଯୋଜନା ହେଉଛି ପିଏମକିଷାନ ଯୋଜନା ବୋଲି ସାଂସଦ ଶ୍ରୀ ପାତ୍ର କହିଥିଲେ । ସେହିପରି ସତ୍ୟବାଦୀର ବିଧାୟକ କହିଥିଷଲ ଯେ ଆମକୁ ଯେଉଁଚାଷୀ ମାନେ ଖରା ବର୍ଷାକୁ ଖଶତିରି ନକରି ଅହରହ ପରିଶ୍ରମ କରି ଆମକୁ ଖାଦ୍ୟ ଯୋଗଉଛନ୍ତି ସେମାନଙ୍କ ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ସେହିପରି ଉନ୍ନତିର ଚିନ୍ତା କରୁଛନ୍ତି ବୋଲି ଶ୍ରୀ ମିଶ୍ର କହିଥିଲେ । ଅନ୍ୟ ମାନଙ୍କ ମଧ୍ୟମରେ ସାକ୍ଷୀଗୋପାଳ କୃଷି ଅଧିକାରୀଣି ସ୍ୱଦେଶି୍‌ନା ପରିଡା , ପ୍ରାଣୀ ଚିକିତ୍ସା ଅଧିକାରିଣୀ ମୌସୁମି ମହାପାତ୍ର , ଜିଲ୍ଲା ପରିଷଦ ସଭ୍ୟ ରତିକାନ୍ତ ମିଶ୍ର, ବିଷ୍ଠୁପିୟା ବରାଳ ଯୋଗ ଦେଇଥିବା ବେଳେ କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ବୈଜ୍ଞାନିକ ସୂର୍ଯ୍ୟନାରାୟଣ ମିଣ୍ର ସମାଗତ ଭାଷଣ ଦେଇଥିଲେ । କୃଷି ବିଜ୍ଞାନ କେନ୍ଦ୍ରର ଗୃହ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ସୁମିତ୍ରା ଆଚାର୍ଯ୍ୟ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ  । 

    ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୧୮/୬/୨୦୨୪---୮.୪୫    Sakhigopal News, 18/6/2024

    Blog Archive

    Popular Posts