>>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • ଜଟଣୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପକ୍ଷରୁ ଯୋଗ ଦିବସ ପାଳିତ



    ଜଟଣୀ: -ଜଟଣୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପକ୍ଷରୁ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ ହଲ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ଲକ୍ ଅଧ୍ୟକ୍ଷା ଜୟନ୍ତୀ ଛୋଟରାୟ, ମଣ୍ଡଳ ଉନ୍ନୟନ ଅଧିକାରୀ ରଶ୍ମିତା ନାଥଙ୍କ ସମେତ ସମସ୍ତ ପଞ୍ଚାୟତ ସମିତି କର୍ମଚାରୀ ଏଥିରେ ଅଂଶଗ୍ରହଣ କରିଥିଲେ । ଯୋଗ କିପରି ମାନସିକ ଶାନ୍ତି ପ୍ରଦାନ ସହ ସକାରାତ୍ମକ ଚିନ୍ତାଧାରା ପ୍ରଦାନ କରିଥାଏ ଏବଂ ସୁସ୍ଥ ଓ ସନ୍ତୁଳିତ ଜୀବନ ଶୈଳୀକୁ ପ୍ରୋତ୍ସାହିତ କରିଥାଏ ସେ ବିଷୟରେ ମଣ୍ଡଳ ଉନ୍ନୟନ ଅଧିକାରୀ ଆଲୋଚନା କରିଥିଲେ । ଏତଦ୍ ବ୍ୟତୀତ ଯୋଗର ବିଭିନ୍ନ ଉପାଦେୟତା ଉପରେ ମଧ୍ୟ ବିସ୍ତୃତ ଭାବରେ ଆଲୋଚନା କରିଥିଲେ । ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ପ୍ରାର୍ଥନା, ଯୋଗାସନ ଓ ଶାନ୍ତି ମନ୍ତ୍ର ପଠନ କରାଯାଇଥିଲା । ସର୍ବ ଶେଷରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ପ୍ରସଂଶା ପତ୍ର ପ୍ରଦାନ କରାଯାଇଥିଲା ।
    ଜଟଣୀରୁ ରଙ୍ଗନାଥ ବେହେରାଙ୍କ ରିପୋର୍ଟ,୨୨/୬/୨୦୨୪----୫,୫୫ Sakhigopal News,22/6/2024

    Blog Archive

    Popular Posts