>>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • ଗଛରେ ପିଟି ହେଲା ବସ୍ , ୩୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ




    ଭଞ୍ଜନଗର – ରାସ୍ତାକଡ଼ ଗଛରେ ପିଟି ହେଲା ଯାତ୍ରୀବାହୀ ସରକାରୀ ବସ୍ । ସେଥିରେ ବସିଥିବା ପ୍ରାୟ ୩୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି ବୋଲି ଜଣାପଡିଛି। ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ଭଞ୍ଜନଗର – ବେଲଗୁଣ୍ଠା ରାସ୍ତାରେ ଘଟିଛି ଏଭଳି ଦୁର୍ଘଟଣା । ବସ୍ ଟି କଟକରୁ ବାଲିଗୁଡା ଯାଉଥିଲା । ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ, ଅଗ୍ନିଶମ ବାହିନୀ ପହଞ୍ଚିବା ସହ   ଆମ୍ବୁଲାନ୍ସ ଯୋଗେ ସମସ୍ତ ଆହତଙ୍କୁ ବେଲଗୁଣ୍ଠା ଓ ଭଞ୍ଜନଗର ମେଡିକାଲ ରେ ଭର୍ତ୍ତି କରିଥିଲେ । ଭଂଜନଗର ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ସେମାନଙ୍କ ମଧ୍ୟରୁ ୮ ଜଣ ଆହତଙ୍କ ଅବସ୍ଥା ଗୁରୁତର ହେବାରୁ, ସେମାନଙ୍କୁ ବ୍ରହ୍ମପୁର ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି । ତେବେ ବସ୍ ଟି ଦୃତ ଗତିରେ ଆସିବା ଯୋଗୁ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛକୁ ପିଟି ହୋଇଯିବାରୁ ଏଭଳି ଦୁର୍ଘଟଣା ଘଟିଲା ବୋଲି ଗାଡ଼ିରେ ବସିଥିବା ଯାତ୍ରୀମାନେ କହିଥିଲେ । ଘଟଣା ସ୍ଥଳରେ ବେଲଗୁଣ୍ଠା ଥାନା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି । ଅନ୍ୟପକ୍ଷରେ ଭଞ୍ଜନଗର  ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଖବର ପାଇ ଭଂଜନଗର ମେଡିକାଲ ରେ ପହଞ୍ଚିଥିଲେ । ଆହତଙ୍କ ଅବସ୍ଥା ବୁଝିବା ସହ ସେମାନଙ୍କୁ ଉପଯୁକ୍ତ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ମେଡିକାଲ କତୃପକ୍ଷ ଙ୍କ ସହ ଆଲୋଚନା କରିଥିଲେ ।
    ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୧୫/୬/୨୦୨୪----୭,୨୦ Sakhigopal News,15/6/2024

    Blog Archive

    Popular Posts