Breaking News

>>
  • ଖୁଣ୍ଟୁଲିପାଲି ଛକ ଠାରେ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ର ପ୍ରକଳ୍ପ ଉଦଘାଟନ
  • >>
  • ବର୍ଷାରେ ବେହାଲ ଜଟଣୀ, ନର୍ଦ୍ଦମା ଜଳରେ ଉବୁଟୁବୁ "ସୀତାରାମ ଛକ ; ସହରର ଡ୍ରେନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଷୁଡିପଡିଛି
  • >>
  • ପୌର ଉପାଧ୍ୟକ୍ଷାଙ୍କୁ ଅଧ୍ୟକ୍ଷଙ୍କ ଅଣଦେଖା ; ପ୍ରତିବାଦରେ ଉପାଧ୍ୟକ୍ଷାଙ୍କ ଧାରଣା : ଧାରଣାର ୪ ଘଣ୍ଟା ପରେ ଧାରଣରୁ ଓହରିଲେ ଉପାଧକ୍ଷା
  • >>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • >>
  • ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ମେଗା ରକ୍ତଦାନ ଶିବିର - ୧୦୧ ୟୁନିଟ୍ ରକ୍ତ ସଂଗ୍ରହ
  • >>
  • ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଏକ ଦାବିପତ୍ର
  • >>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • ବରଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

     ବରଗଡ଼ --- ବରଗଡ଼ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ  ଠାରେ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି | ଗତ ଜୁନ ମାସରେ ଅବସର ନେଇଥିବା ବରଗଡ଼ ବ୍ଲକର ଧ୍ରୁବଚରଣ ପାଢ଼ୀ, ଚନ୍ଦ୍ରକାନ୍ତି ମେହେର ଓ ଟିଲୋତ୍ତମା ଭୋଇ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା | ଏହି ସଭାସ୍ଥଳ ରେ  ଅବସର ନେଇଥିବା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଇଓ ପେନସନ ପେପର ପ୍ରଦାନ କରିଥିଲେ | ବିଇଓ ଶ୍ରୀ ସୁରେନ୍ଦ୍ର କୁମାର ସାହୁ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ସଭାରେ  ଏବିଇଓ ରଞ୍ଜନ ଡନସନା, ଘାସିରାମ ଭୋଇ, ଦିଲ୍ଲୀପ ମେହେର ଓ ମୁଖ୍ୟ କିରାଣୀ ଭରତ ମେହେର ଙ୍କ ସହିତ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ସଭାପତି ନବୀନ କୁମାର ସାବତ, ସମ୍ପାଦକ କୃପାସିନ୍ଧୁ ଗଡତିଆ ଓ ଅନେକ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ  | ସମସ୍ତେ ଅବସର ଗ୍ରହଣ କରିଥିବା ଶିକ୍ଷକ ଶିକ୍ଷୟିତ୍ରୀ ଙ୍କର ସୁସ୍ଥ ଓ ନିରାମୟ ଜୀବନ କାମନା କରିଥିଲେ। ଏବଂ  ଫାଇନାଲ ପେନସନ ଅତିଶିଘ୍ର ସମ୍ପନ୍ନ କରିବା ପାଇଁ ପ୍ରତିଶୃତି ଦେଇଥିଲେ । ସଭା ଶେଷରେ ସିଆରସିସି ଅଭୟ  ବେହେରା  ଧନ୍ୟବାଦ ଅର୍ପଣ କରିଥିଲେ ।


    ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୨/୭/୨୦୨୪---୬,୧୦ Sakhigopal News,2/7/2024

    Blog Archive

    Popular Posts